ବିଜେଡି ଘୋଷଣା କରୁଛି ପ୍ରାର୍ଥୀ ତାଲିକା : ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକଟ ?
by Argus News
Wed, Apr 03 | 6:16 p.m.

ଭୁବନେଶ୍ୱର: ୨୪ ମହାଲଢେଇ । ଆସିଲା ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଓ ତୃତୀୟ ପ୍ରର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା । ୨୭ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି। ସେହିପରି ୫ ଲୋକସଭା ଆସନରେ ବି ପ୍ରାର୍ଥୀ ଘୋଷଣା କରିଛି ବିଜେଡି।

 

ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା

ତଳସରା- ବିଜୟ ଟପ୍ପୋ

ସୁନ୍ଦରଗଡ଼- ଯୋଗେଶ ସିଂହ

ବ୍ରଜରାଜନଗର-ଅଳକା ମହାନ୍ତି

ଝାରସୁଗୁଡ଼ା-ଦୀପାଳି ଦାସ

ରାଜଗାଙ୍ଗପୁର- ଅନୀଲ ବର୍ମା

ବଡ଼ସାହି- ଅନସୂୟା ପାତ୍ର

ଯଶୀପୁର- ଚକ୍ରଧର ହେମ୍ବ୍ରମ୍‌

ଉଦଳା- ଶ୍ରୀନାଥ ସୋରେନ୍‌

ମୋରଡ଼ା- ପ୍ରୀତିନନ୍ଦା କାନୁନଗୋ

ସୋର- ମାଧବ ଧଡା

ବଣାଇ- ଭୀମସେନ ଚୌଧୁରୀ

ବାରିପଦା- ସାନନ୍ଦ ମାର୍ଣ୍ଡି

ଆଠମଲ୍ଲିକ- ନଳିନୀ ପ୍ରଧାନ

ବୀରମହାରାଜପୁର- ପଦ୍ମନାଭ ବେହେରା

ଖଡ଼ିଆଳ- ଅଧିରାଜ ପାଣିଗ୍ରାହୀ

 ଫୁଲବାଣୀ- ଜୟଶ୍ରୀ କହଁର

ମାହାଙ୍ଗା-ଅଙ୍କିତ ପ୍ରତାପ ଜେନା

ତିର୍ତ୍ତୋଲ- ରମାକାନ୍ତ ଭୋଇ

ଜଗତସିଂହପୁର- ପ୍ରଶାନ୍ତ ମୁଦୁଲି

ଭୁବନେଶ୍ୱର ଉତ୍ତର- ସୁଶାନ୍ତ ରାଉତ

ଏକାମ୍ର- ଅଶୋକଚନ୍ଦ୍ର ପଣ୍ଡା

ଖଲ୍ଲିକୋଟ- ସୂର୍ଯ୍ୟମଣି ବୈଦ୍ୟ

ଆସିକା- ମଞ୍ଜୁଳା ସ୍ୱାଇଁ

ବ୍ରହ୍ମପୁର- ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ

ପାରଳାଖେମୁଣ୍ଡି- ରୂପେଶ ପାଣିଗ୍ରାହୀ

ମୋହନା-ଅନ୍ତର୍ଯ୍ୟାମୀ ଗମାଙ୍ଗ

ପଟାଙ୍ଗୀ- ପ୍ରଫୁଲ୍ଲ ପାଙ୍ଗୀ

 

ତୃତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା

ବଲାଙ୍ଗିର- ସୁରେନ୍ଦ୍ର ସିଂ ଭୋଇ

ଭଦ୍ରକ- ମଞ୍ଜୁଲତା ମଣ୍ଡଳ

ବରଗଡ଼- ପରିଣୀତା ମିଶ୍ର

ବ୍ରହ୍ମପୁର- ଭୃଗୁ ବକ୍ସିପାତ୍ର

କେନ୍ଦୁଝର- ଧନୁର୍ଜୟ ସିଦ୍ଧୁ

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ