ପୁଣି ଅରୁଣ ସାହୁଙ୍କୁ ଟିକେଟ ଦେଲେ ବିଜେଡି ସୁପ୍ରିମୋ
by Argus News
Thu, Mar 28 | 12:50 p.m.

ନୟାଗଡ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଅରୁଣ ସାହୁଙ୍କୁ ନୟାଗଡ଼ ବିଧାନସଭା ଆସନ ପାଇଁ ଟିକେଟ ଦେଇଛନ୍ତି l ମୁଖ୍ୟମନ୍ତ୍ରୀଙ୍କୁ ଏ ନେଇ କୃତଜ୍ଞତା ଜଣାଇଛନ୍ତି ଅରୁଣ ସାହୁ l ଏ ନେଇ ନୟାଗଡ଼ ବିଜେଡ଼ି କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ ଦେଖିବାକୁ ମିଳିଛି l ଅରୁଣ ସାହୁ 2004ରୁ ଲଗାତାର ଭାବରେ ନୟାଗଡ଼ରୁ ଜିତି ଆସୁଛନ୍ତି l

ଅଧିକ ପଢନ୍ତୁ : 

ବିଭିନ୍ନ ବିଭାଗରେ ମନ୍ତ୍ରୀ ମଧ୍ୟ ହୋଇଛନ୍ତି l ନୟାଗଡ଼ ବିକାଶର ମହାପର୍ବ ଜାରି ରହିବ ବୋଲି ସେ କହିଛନ୍ତି l ବିଜେଡ଼ି କର୍ମୀ ବାଣ ଫୁଟାଇ ସେଲିବ୍ରେସନ ଆରମ୍ଭ କରିଛନ୍ତି l ବିରୋଧୀ ବିରୋଧକୁ ଆଜି ବିଜେଡ଼ି ସୁଦୃଢ ହୋଇଥିବା କହିଛନ୍ତି l 

SHREE MANDIR
ଅନ୍ଧାରରେ ଶ୍ରୀମନ୍ଦିର, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
ଅର୍ଗସ ବ୍ୟୁରୋ : ଅନ୍ଧାରରେ ଶ୍ରୀମନ୍ଦିର । ଅନ୍ଧାରରେ ଶ୍ରଦ୍ଧାଳୁ । ପ୍ରାୟ ୧୫ ମିନିଟ୍ ଲାଇନ୍ କଟିବା ଯୋଗୁଁ ଶ୍ରୀମନ୍ଦିର ଭିତରେ ଅନ୍ଧାର । ପାୱର ଟ୍ରିପ୍ ଯୋଗୁଁ ଅନ୍ଧାର ହୋଇଥିବା ସୂଚନା
AAP LEADER
ମନୀଷ ସିସୋଦିଆଙ୍କ ବିଚାର ବିଭାଗୀୟ ହାଜତ ମେ’ ୨୧ ପର୍ଯ୍ୟନ୍ତ ବୃଦ୍ଧି
ଅର୍ଗସ ବ୍ୟୁରୋ : ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି । ଦିଲ୍ଲୀ ମଦ ଦୁର୍ନୀତି ମାମଲା ମାମଲାରେ ଗିରଫ ସିସୋଦିଆଙ୍କ ଜେଲ୍ ଅବଧି ମେ ୨୧ ଯାଏ ବୃଦ୍ଧି କରିଛନ୍ତି କୋର୍ଟ
BJP
ବିଜେପି ପ୍ରାର୍ଥୀଙ୍କୁ ପଦ୍ମ ଫୁଲରେ ଭୋଟ୍ ଦେବା ପାଇଁ କଲେ ନିବେଦନ
ଅର୍ଗସ ବ୍ୟୁରୋ : ଦେବଗଡ ସମେତ ଓଡ଼ିଶାରେ ରେଳ ଲାଇନ କାମରେ ଜମି ଅଧିଗ୍ରହଣରେ ରାଜ୍ୟ ସରକାର ବାଧକ ସାଜିଛନ୍ତି । ଓଡ଼ିଶାରେ ବିଜେପି ସରକାର ଆସିଲେ ଜମି ଅଧିଗ୍ରହଣ ସମସ୍ୟା ରହିବ ନାହିଁ । ଏଠାର