ଗାଁ ଦାଣ୍ଡରେ ଖଣ୍ଡା ବୁଲାଇ ଆତଙ୍କ ଖେଳାଇଲେ ବିଜେଡି କର୍ମୀ 
by Argus News
Fri, May 24 | 1:13 p.m.

ନୟାଗଡ: ନିର୍ବାଚନ ପୂର୍ବରୁ ଖଣ୍ଡପଡ଼ାରେ ବୁଲିଲା ଖଣ୍ଡା । ଗାଁ ଦାଣ୍ଡରେ ଖଣ୍ଡା ବୁଲାଇ ଆତଙ୍କ ଖେଳାଇଲେ ବିଜେଡି କର୍ମୀ । ଟଙ୍କା ନେବାକୁ ବାରଣ କରିବାରୁ ଗାଁରେ ବୁଲିଲା ଖଣ୍ଡା । ଭାପୁର ବ୍ଳକ ବିଜେଡି ଦୁଇ ଫାଳ । 2 ଗୋଷ୍ଠୀ ମଧ୍ୟରେ ବଢୁଛି ଗୋଷ୍ଠୀ କନ୍ଦଳ । ଭୋଟ ଦେବାକୁ ବିଜେଡିର ଗୋଟିଏ ଗୋଷ୍ଠୀ ଗାଁରେ ଟଙ୍କା ବାଣ୍ଟିଥିଲେ ।

ଟଙ୍କା ନେବାକୁ ବାରଣ କରିବାରୁ ଗାଁରେ ଖଣ୍ଡା ଭୁଜାଲି, ଠେଙ୍ଗା ଭଳି ମାରଣାସ୍ତ୍ର ଧରି ଆତଙ୍କ ସୃଷ୍ଟି କରିଥିଲେ ବିଜେଡି କର୍ମୀ। ଘଟଣାରେ ଫତେଗଡ ଥାନା ପୋଲିସ 2ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା