ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ବିଜେପି-ବିଜେଡି କର୍ମୀ ମୁହାଁମୁହିଁ
by Argus News
Tue, Mar 26 | 5:22 p.m.

ଅର୍ଗସ ବ୍ୟୁରୋ : ହୋଲିରେ ଗୋଷ୍ଠୀ ସଂଘର୍ଷ । ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ବିଜେପି-ବିଜେଡି ଦୁଇ ଗୋଷ୍ଠୀ ମୁହାଁମୁହିଁ । କଟକ ଜିଲ୍ଲା ତିଗିରିଆ ଥାନା ଭୋଗଡା ପଞ୍ଚାୟତ ବେଲଅଣ୍ଟା ଗାୀଁରେ ବିଜେପି-ବିଜେଡି ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ।  ଉଭୟ ପକ୍ଷରୁ ୬ ଜଣ ଆହତ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସମସ୍ତ ଆହତ ତିଗିରିଆ ଡାକ୍ତରଖାନାରେ ଭର୍ତ୍ତି । ବିଜେପି କର୍ମୀ ସୁରେନ୍ଦ୍ର ମଲ୍ଲଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ତିଗିରିଆ ପୋଲିସ ଓ ଆଠଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକାରୀ ପହଞ୍ଚି ତଦନ୍ତ କରୁଛନ୍ତି ।

BJD
7m ago
ରାଜ୍ୟରେ ବୃଦ୍ଧି ପାଉଛି ନିର୍ଯାତନା, ଅସଦାଚରଣ ଓ ହତ୍ୟା ଘଟଣା
ଅର୍ଗସ ବ୍ୟୁରୋ: ବିଜେଡି ଶାସନରେ ଅସୁରକ୍ଷିତ ମହିଳା । ବୃଦ୍ଧି ପାଉଛି ନିର୍ଯାତନା, ଅସଦାଚରଣ ଓ ହତ୍ୟା ଘଟଣା । ନିର୍ବାଚନ ଆସୁଥିବାରୁ ବ୍ରହ୍ମପୁରରେ ନାବାଳିକା ଗଣଦୁଷ୍କର୍ମ ପର
RAJNATH SINGH
36m ago
ଆଜି ରଣପୁର ଗସ୍ତରେ ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
ଅର୍ଗସ ବ୍ୟୁରୋ: ଆଜି ରାଜନାଥ ସିଂହଙ୍କ ନୟାଗଡ଼ ରଣପୁର ଗସ୍ତ । ଆଜି ରଣପୁର ଗସ୍ତରେ ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗଦେବା
MURMU
56m ago
ରାଷ୍ଟ୍ରପତି ଭବନରେ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଅର୍ଗସ ବ୍ୟୁରୋ: ବିଭିନ୍ନ କ୍ଷେତ୍ରରେ ଖ୍ୟାତି ଅର୍ଜନ କରିଥିବା ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତ