ଆଜି ନୂଆଦିଲ୍ଲୀରେ ବିଜେପିର କୋର କମିଟି ବୈଠକ
by Argus News
Tue, Mar 19 | 9:56 a.m.

ଅର୍ଗସ ବ୍ୟୁରୋ: ଆଜି ନୂଆଦିଲ୍ଲୀରେ ବିଜେପିର କୋର କମିଟି ବୈଠକ । ଓଡିଶା ପାଇଁ ଚୂଡାନ୍ତ ପ୍ରାର୍ଥୀ ଚୟନ ସମ୍ପର୍କରେ ପୁଣି ବିସ୍ତୃତ ଆଲୋଚନା ହେବ। ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଥିଲା ତୁଙ୍ଗ ନେତାଙ୍କ ଚାଲିଥିଲା ମାନସମନ୍ଥନ।  ବିଜେପି ରାଜ୍ୟ ସଭାପତି  ମନମୋହନ ସାମଲଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର  ପ୍ରଧାନ, ସାଂସଦ ଜୁଏଲ ଓରାମ, ସମ୍ବିତ ପାତ୍ର, ବୈଜୟନ୍ତ ପଣ୍ଡା , ସୁନିଲ ବଂଶଲ, ଲତା ଉସେଣ୍ଡି, ବିଜୟ ପାଲ୍ ସିଂ ତୋମାର, ମାନସ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

ଗତକାଲି  ନୂଆଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଓଡିଶା ସହ ଉତ୍ତରପ୍ରଦେଶ, ରାଜସ୍ଥାନ, ପଶ୍ଚିମବଂଗ, ହରିଆଣା, ସିକିମ୍‍, ମହାରାଷ୍ଟ୍ର ଓ ଗୁଜରାଟ ପ୍ରାର୍ଥୀ ଚୟନ ନେଇ ଅଲୋଚନା ହୋଇଥିଲା । ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡାଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ବି.ଏଲ. ସନ୍ତୋଷ ଉପସ୍ଥିତ ଥିଲେ ।

ଅଧିକ ପଢ଼ନ୍ତୁ ଦେଶ ଖବର: 

MIGRANT DEATH CASE
5m ago
ବାହାରିନରେ ଦାଦନ ଖଟିବାକୁ ଯାଇ ଅକାଳରେ ଗଲା ଜୀବନ
ଅର୍ଗସ ବ୍ୟୁରୋ : ପୁଣି ଗଞ୍ଜାମରେ ଦାଦନ ଦୁଃଖ । ବାହାରିନକୁ ଦାଦନ ଖଟିବାକୁ ଯାଇ ଅକାଳରେ ଜୀବନ ଯାଇଛି । ଗଞ୍ଜାମ ଖଲ୍ଲିକୋଟ ବାଗଲପୁର ଗାଁରେ ଅଭାବନୀୟ ଘଟଣା । କିଛି ଦିନ ତଳେ ଗାଁ
BJD ISSUE
22m ago
ଅଡୁଆରେ ଚାନ୍ଦବାଲି ବିଜେଡି, ରଞ୍ଜନ ପତ୍ନୀଙ୍କ ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା
ଅର୍ଗସ ବ୍ୟୁରୋ : ଚର୍ଚ୍ଚାରେ ଚାନ୍ଦବାଲି ବିଜେଡି ରାଜନୀତି । ମହିଳା ଜଣକ କାନ୍ଦିକାନ୍ଦି କୋହୁଛନ୍ତି ମୋର ମୃତ୍ୟୁପାଇଁ କେବଳ ବାପି ବାବୁ ହିଁ ଦାୟୀ । କିନ୍ତୁ କାହିଁକି ବିଜେଡି ବିଧାୟ
TRIPLE MURDER
ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ଗୁଳିକରି ହତ୍ୟା ଅଭିଯୋଗ
ଅର୍ଗସ ବ୍ୟୁରୋ : ଝାରସୁଗୁଡ଼ାରେ ଟ୍ରିପଲ୍ ମର୍ଡର । ଝାରସୁଗୁଡ଼ାରେ ୩ ଜଣଙ୍କୁ ହତ୍ୟା ଅଭିଯୋଗ । ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ଗୁଳିକରି ହତ୍ୟା ଅଭିଯୋଗ । ବାଣୀପାହାଡ଼ ଜଙ୍ଗଲ ପାଖର