କେଉଁଠୁ ଆସିଲା ଏତେ ଟଙ୍କା ? ସିବିଆଇ ତଦନ୍ତ ଦାବି କଲା ବିଜେପି
by Argus News
Fri, Dec 08 | 3:14 p.m.

ଅର୍ଗସ ବ୍ୟୁରୋ : ମଦ ବ୍ୟବସାୟୀଙ୍କ ପାଖରୁ ୫୦୦ କୋଟିରୁ ଅଧିକ ଟଙ୍କା ଜବତ ହେବା ଘଟଣାରେ ସିବିଆଇ ତଦନ୍ତ ଦାବି କଲା ବିଜେପି । ନିର୍ବାଚନ ପରିଚାଳନା ପାଇଁ ସାହୁ ବ୍ରଦର୍ସ ଏବଂ କମ୍ପାନୀଙ୍କ ପାଖରେ ବିଜେଡି ଟଙ୍କା ରଖିଥିଲା । ବାର୍ଷିକ ୧୨୦ କୋଟି ଟଙ୍କାର ବ୍ୟବସାୟ କରୁଥିବା ଜଣେ ମଦ ବେପାରୀ କେମିତି ୫୦୦ କୋଟିରୁ ଅଧିକ ଟଙ୍କା ପାଖରେ ରଖି ପାରିଲା । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସାହୁ ବ୍ରଦର୍ସଙ୍କ ସହ ବୌଦ୍ଧ, ସୋନପୁର, ଟିଟଲାଗଡ, ରାୟଗଡ଼ାରୁ ଯେଉଁ ମାନେ ମନ୍ତ୍ରୀ ଅଛନ୍ତି ଏବଂ ବରଗଡ଼ର ପୂର୍ବତନ ମନ୍ତ୍ରୀଙ୍କ ସହ ସମ୍ପର୍କ ଅଛି ବୋଲି ରାଜ୍ୟ ବିଜେପି ମୁଖପାତ୍ର ମନୋଜ ମହାପାତ୍ରଙ୍କ ସାମ୍ବାଦିକ ସମ୍ମିଳନୀ କରି ଏ ଅଭିଯୋଗ କରିଛନ୍ତି । ମଦ ବ୍ୟବସାୟଙ୍କ ସହ ମନ୍ତ୍ରୀ ତଥା ଟିଟଲାଗଡ ବିଧାୟିକା ଟୁକୁନି ସାହୁଙ୍କ ଫଟୋ ଦେଖାଇ ଟାର୍ଗେଟ କରିଛି ବିଜେପି ।

ମୁମ୍ବାଇରୁ ଲଣ୍ଡନ
2m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
4m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି
ରାଜଧାନୀରେ କୋଷ୍ଟଗାର୍ଡ
7m ago
ରାଜଧାନୀରେ କୋଷ୍ଟଗାର୍ଡ DIG ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯାଗ
ଅର୍ଗସ ବ୍ୟୁରୋ: ନୟାପଲ୍ଲୀ ଥାନା ଅଞ୍ଚଳରେ କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ୨ଜଣ ମଦ୍ୟପ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସପିଂ ସାରି ଫେରୁଥିବା ବେଳେ କୋଷ୍ଟଗାର୍