ସୋମବାର ଘୋଷଣା ହୋଇପାରେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ନାଁ  
by Argus News
Sat, Dec 09 | 7:10 p.m.

ନୂଆଦିଲ୍ଲୀ: ସୋମବାର ଘୋଷଣା ହୋଇପାରେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ନାଁ । ସୋମବାର ଦିନ ବିଜେପିର ବିଧାୟକ ଦଳ ବୈଠକ ବସିବାକୁ ଯାଉଛି। ଏନେଇ ସୂଚନା ଦେଇଛନ୍ତି ମଧ୍ୟପ୍ରଦେଶ ପାଇଁ ବିଜେପି ପର୍ଯ୍ୟବେକ୍ଷକ ମନୋହର ଲାଲ ଖଟ୍ଟର।  ନଭେମ୍ବର ୧୭ ତାରିଖରେ ହୋଇଥିବା ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳ ଗତ ରବିବାର ପ୍ରକାଶ ପାଇଥିଲା।

ମଧ୍ୟପ୍ରଦେଶ ବିଧାନସଭାର ୨୩୦ଟି ଆସନ ମଧ୍ୟରୁ ବିଜେପି ୧୬୩ଟି ଆସନରେ ବିଜୟୀ ହୋଇଥିବା ବେଳେ କଂଗ୍ରେସ ୬୬ଟି ଆସନରେ ସୀମିତ ରହିଥିଲା।  ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, ଓବିସି ମୋର୍ଚ୍ଚା ମୁଖ୍ୟ କେ ଲକ୍ଷ୍ମଣ ଏବଂ ସମ୍ପାଦକ ଆଶା ଲାକ୍ରାଙ୍କୁ ମଧ୍ୟପ୍ରଦେଶରେ ଦଳର ବିଧାୟକ ଦଳର ନେତା ଚୟନ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି। 

 ଅଧିକ ପଢନ୍ତୁ ଭାରତ ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ