ବିଜେପି ଟିକେଟରେ ଲଢିବେ ଲୋକସଭା ନିର୍ବାଚନ !
by Argus News
Sat, Mar 02 | 8:57 a.m.

ଅର୍ଗସ ବ୍ୟୁରୋ : ବଲିଉଡର ମିଷ୍ଟର ଖିଲାଡି କୁମାର ଅର୍ଥାତ୍ ଅକ୍ଷୟ କୁମାର ରାଜନୀତିରେ ଯୋଗ ଦେଇପାରନ୍ତି । ସୂଚନା ଅନୁଯାୟୀ ଅକ୍ଷୟ କୁମାର ବିଜେପି ଟିକେଟରେ ଆଗାମୀ ଲୋକସଭା ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିପାରନ୍ତି ବୋଲି ମଧ୍ୟ ଖବର ମିଳିଛି !  ଯାହା ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ହେଉଛି । 

ସୂଚନା ଅନୁସାରେ, ଆଗାମୀ ଲୋକସଭା ନିର୍ବାଚନରେ ବିଜେପି ଟିକେଟରୁ ନିର୍ବାଚନ ଲଢିପାରନ୍ତି ଅକ୍ଷୟ କୁମାର । ପ୍ରତିଟି ଦଳ ଆଗାମୀ ନିର୍ବାଚନକୁ ନେଇ ରଣନୀତି ବନାଇବା ଆରମ୍ଭ କରି ଦେଇଛନ୍ତି । ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ଆମ ଆଦମୀ ପାର୍ଟି ଓ କଂଗ୍ରେସ ଗଠବନ୍ଧନ କରି ଲୋକସଭା ନିର୍ବାଚନ କରିବା ନେଇ ଫଇସଲା କରିଛନ୍ତି । 

ଅଧିକ ପଢନ୍ତୁ ଭାରତ ଖବର

ଆପ୍ ଦଳ ଦିଲ୍ଲୀରେ ୪ଟି ସିଟରେ ନିର୍ବାଚନ ଲଢୁଥିବା ବେଳେ କଂଗ୍ରେସ ୩ଟି ସିଟ ପାଇଁ ନିର୍ବାଚନୀ ମଇଦାନକୁ ଓହ୍ଲାଇବ । ସେଥିପାଇଁ ବିଜେପି, ବଲିଉଡ ଆକ୍ଟର ଅକ୍ଷୟ କୁମାରଙ୍କୁ ମଇଦାନରେ ଓହ୍ଲାଇପାରେ । ବଲିଉଡ ଖିଲାଡୀଙ୍କୁ ଦିଲ୍ଲୀ ଚାନ୍ଦିନୀ ଚୌକ ଆସନରୁ ବିଜେପି ପକ୍ଷରୁ ଲଢିବାକୁ କୁହାଯାଇପାରେ । ତେବେ ଏସବୁକୁ ନେଇ ଏବେ ସୁଦ୍ଧା କିଛି ସ୍ପଷ୍ଟ ସୂଚନା ମିଳି ପାରିନାହିଁ । 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ