ପଞ୍ଜରା ହାଡ଼ ଓ ଫୁସ୍‌ଫୁସ୍‌ରେ ଲାଗିଛି ଆଘାତ
by Argus News
Tue, May 14 | 10:19 a.m.

ଅର୍ଗସ ବ୍ୟୁରୋ : ପୋଲିସ ସାମ୍ନାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ମାଡ଼ ଘଟଣା । ଆହାତ ପ୍ରଦୀପ ପାଣିଗ୍ରାହୀ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର । ପଞ୍ଜରା ହାଡ଼ ଓ ଫୁସ୍‌ଫୁସ୍‌ରେ ଲାଗିଛି ଆଘାତ । ଗୋଷାଣୀ ନୂଆଗାଁ ୧୩୩ ଓ ୧୩୪ ନଂ ବୁଥରେ ଘଟିଛି ଘଟଣା । ସ୍ବାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିଥିବା ଅଭିଯୋଗ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ସୂଚନା ଅନୁସାରେ, ବୁଥ ସମ୍ମୁଖରେ ଠିଆ ହୋଇ ପୋଲିସ ସହ ଆଲୋଚନା କରୁଥିଲେ ପ୍ରଦୀପ ପାଣିଗ୍ରାହୀ । ଏହି ସମୟରେ ଶିବଶଙ୍କର ଦାସ ମଧ୍ୟ ଉପସ୍ଥିତ ଥିଲେ । କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ କଥା କଟାକଟି ପରେ ହାତାହାତି ସ୍ଥିତି ହୋଇଥିଲେ । ପ୍ରଦୀପଙ୍କୁ ଶିବଶଙ୍କର ଓରଫ ପିଣ୍ଟୁ ଆକ୍ରମଣ କରିଥିବା ଅଭିଯୋଗ । ପ୍ରଦୀପଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଶିବଶଙ୍କର ଦାସ ହେଉଛନ୍ତି ବ୍ରହ୍ମପୁର ବିଧାନସଭା ସ୍ଵାଧୀନ ପ୍ରାର୍ଥୀ । ପ୍ରଦୀପ ବ୍ରହ୍ମପୁର ଲୋକସଭା ବିଜେପି ପ୍ରାର୍ଥୀ ।

ପେଟ୍ରୋଲ ଢାଳି
7m ago
ପେଟ୍ରୋଲ ଢାଳି ଆଥଲେଟଙ୍କୁ ନିର୍ମମ ହତ୍ୟା
ଅର୍ଗସ ବ୍ୟୁରୋ: ନିର୍ଯାତନା ଏ ଶବ୍ଦ କେବଳ ଭାରତ ଭିତରେ ସୀମିତ ନୁହେଁ। ଏ ଶବ୍ଦ ସାରା ବିଶ୍ବରେ ନାରୀ ସମାଜ ଉପରେ ପ୍ରଭାବ ପକାଉଛି। ପୁରୁଷ କେବଳ ନିଜର ସୀମିତ ସ୍ବାର୍ଥ ପାଇଁ ନାରୀର ସ୍ବପ୍ନକ
ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ