ସାରା ଦେଶରେ ବିଜେପିର ସଦସ୍ୟ ସଂଗ୍ରହ ଅଭିଯାନ
by Argus News
Fri, Sep 06 | 8:56 a.m.

ଅର୍ଗସ ବ୍ୟୁରୋ : ସାରା ଦେଶରେ ବିଜେପିର ସଦସ୍ୟ ସଂଗ୍ରହ ଅଭିଯାନ ଜାରି ରହିଥିବା ବେଳେ ମାତ୍ର ତିନି ଦିନରେ ସଦସ୍ୟ ସଂଖ୍ୟା ଏକ କୋଟିରେ ପହଞ୍ଚିଛି । ଏହି ମେମ୍ବରସିପ୍ ଡ୍ରାଇଭରେ ସାରା ଦେଶରୁ ଲୋକମାନେ ଯୋଡି ହେଉଛନ୍ତି। ମିସଡ କଲ, ହ୍ବାଟସ ଆପ୍‍, ନମୋ ଆପ୍ ଓ ଫର୍ମ ପୂରଣ କରି ବିଜେପିର ସଦସ୍ୟ ହେଉଛନ୍ତି ।

ଅଧିକ ପଢନ୍ତୁ : ନୂଆ ଓଡ଼ିଶା, ସମୃଦ୍ଧ ଓଡ଼ିଶା ଗଢ଼ିବା

ସେପ୍ଟେମ୍ବର ଦୁଇ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଗା ସଦସ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଥିଲେ । ପ୍ରଧାନମନ୍ତ୍ରୀ ନିଜେ ତାଙ୍କ ସଦସ୍ୟତା ନବୀକରଣ କରିଥିଲେ । ଏହାପରେ ତିନି ତାରିଖରୁ ଓଡିଶା ସହ ଅନ୍ୟ ରାଜ୍ୟ ଗୁଡିକରେ ଏହି ମେଗା କ୍ୟାମ୍ପେନ୍ ଚାଲିଛି । 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ