ଶପଥ ନେଲେ ଭର୍ତ୍ତୃହରି ମହତାବ
by Argus News
Mon, Jun 24 | 10:24 a.m.

ଅର୍ଗସ ବ୍ୟୁରୋ: ଶପଥ ନେଲେ ଭର୍ତ୍ତୃହରି ମହତାବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇଲେ। କାମଚଳା ବଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ। ଲଗାତାର ୭ ଥର ସାଂସଦ ଭର୍ତ୍ତୃହରି ମହତାବ। ନୂଆ ସାଂସଦଙ୍କୁ ଶପଥ କରାଇବେ କାମଚଳା ବାଚସ୍ପତି।ପ୍ରୋ-ଟେମ ସ୍ପିକର ସୋମବାର ଏବଂ ମଙ୍ଗଳବାର ନବନିର୍ବାଚିତ ସାଂସଦଙ୍କୁ ଶପଥ ପାଠ କରାଇବେ। ଜୁନ ୨୬ ତାରିଖରେ ଲୋକସଭା ବାଚସ୍ପତି ନିର୍ବାଚନ ହେବ। ଜୁନ ୨୪ରୁ ଆରମ୍ଭ ହୋଇ ଏହା ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ୧୦ ଦିନରେ ୮ଟି କାର୍ଯ୍ୟ ଦିବସ ରହିଛି। 

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ