ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା
by Argus News
Wed, Jun 26 | 11:38 a.m.

ଅର୍ଗସ ବ୍ୟୁରୋ: ପୁଣି ଲୋକସଭା ବାଚସ୍ପତି ହେଲେ ଓମ ବିର୍ଲା। ଇଣ୍ଡି ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ବାଚସ୍ପତି ନିର୍ବାଚିତ ହୋଇଛନ୍ତି। ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା । ବାଚନିକ ଭୋଟ ଅନୁଯାୟୀ ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ ସୁରେଶଙ୍କୁ ପରାଜିତ କରି ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ଓମ୍ ବିର୍ଲା । ଲଗାତାର ଦ୍ୱିତୀୟ ଥର ପାଇଁ ଓମ୍ ବିର୍ଲା ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେହିଭଳି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ଗୃହରେ ଓମ୍ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଯେଉଁଥିରେ ଓମ୍ ବିର୍ଲା ବିଜୟୀ ହୋଇଥିବା ନେଇ ଗୃହରେ କହିଥିଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ

ଅଧିକ ପଢ଼ନ୍ତୁ ଭାରତ ଖବର 

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ