ଓଡ଼ିଶା ଉପରେ ବିଜେପିର ଫୋକସ, ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା
by Argus News
Sat, Apr 27 | 7:33 a.m.

ଅର୍ଗସ ବ୍ୟୁରୋ:  ଓଡ଼ିଶା ଉପରେ ବିଜେପିର ଫୋକସ । ଅମିତ ଶାହଙ୍କ ପରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା । ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ନଡ୍ଡା । ନଡ୍ଡାଙ୍କର ବ୍ରହ୍ମପୁର ଓ ନବରଙ୍ଗପୁରରେ କାର୍ଯ୍ୟକ୍ରମ ରହିଛି । 28ରେ ବ୍ରହ୍ମପୁରରେ ସାଧାରଣ ସଭାରେ ଯୋଗଦେବା ସହ ନବରଙ୍ଗପୁରରେ କାର୍ଯ୍ୟକର୍ତ୍ତା ବୈଠକରେ ମଧ୍ୟ ସାମିଲ୍ ହେବେ । ସେହିପରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି ସୋନପୁର ନିର୍ବାଚନ ସଭାରେ ରଣ ହୁଙ୍କାର ଦେଇଥିଲେ । ପରୋକ୍ଷରେ ସିଧା ଆଟକ୍ କରି ଓଡ଼ିଶାରୁ ନବୀନ ସରକାରକୁ ଓପାଡି ଫିଙ୍ଗି ଦେବାକୁ ଆହ୍ୱାନ ଦେଇଥିଲେ । ଆଉ ଏବେ ନଡ୍ଡାଙ୍କ ଗସ୍ତ ରାଜ୍ୟ ବିଜେପିକୁ ଆହୁରି ବଳ ଦେବ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍