ଓଡ଼ିଶାରେ ଜେପି ନଡ୍ଡା : କମ୍ପିବ ପ୍ରଚାର ମଇଦାନ
by Argus News
Sun, Apr 28 | 4:52 p.m.

ଅର୍ଗସ ବ୍ୟୁରୋ : ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ବିମାନ ବନ୍ଦରରୁ ସିଧାସଳଖ ବ୍ରହ୍ମପୁର ରଙ୍ଗେଇଲୁଣ୍ତା ଏୟାରଷ୍ଟ୍ରିପ୍  ଯିବେ । ସାଢେ ୫ଟାରେ ଆମ୍ବପୁଆ ଠାରେ ସାଧାରଣ ସଭାରେ ଯୋଗ ଦେବେ । ପରେ ସେ ସନ୍ଧ୍ୟା ୬ଟା ୪୫ ମିନିଟ୍ ସମୟରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେବେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଏହି ବୌଠକରେ ବ୍ରହ୍ମପୁର, ଆସିକା, ନବରଙ୍ଗପୁର ଓ କୋରାପୁଟ୍ କର୍ମକର୍ତ୍ତାମାନେ ଯୋଗ ଦେବେ । ସେ ବ୍ରହ୍ମପୁରରେ ରାତ୍ରୀ ରହଣି କରି ପରଦିନ ସକାଳେ ଅର୍ଥାତ୍ ଆସନ୍ତାକାଲି ଦିଲ୍ଲୀ ଫେରିବାର କାର୍ଯ୍ୟକ୍ରମ ରହିଛି । 

RAHUL
ବଲାଙ୍ଗିର ଜନସଭାରେ ଯୋଗ ଦେବେ ରାହୁଲ
ଅର୍ଗସ ବ୍ୟୁରୋ: ଓଡିଶା ଆସୁଛନ୍ତି ରାହୁଲ ଗାନ୍ଧି। ମେ’ ୧୫ ରେ ବଲାଙ୍ଗିର ଜନସଭାରେ ଯୋଗ ଦେଇ ରାହୁଲ ସମ୍ବୋଧନ କରିବେ ଓ ସେଠାରୁ ବାଇକ ରାଲି ସହ ସବୁଠି ପ୍ରଚାର କର
NAVEEN PATNAIK
ନବୀନଙ୍କୁ ଫଶାଇଦେଲା ଭାରତ ରତ୍ନ ପ୍ରସଙ୍ଗ !
ଅର୍ଗସ ବ୍ୟୁରୋ : ସ୍ଵାର୍ଥପରର ସୀମାପାର କଲେଣି ମୁଖ୍ୟମନ୍ତ୍ରୀ । ଓଡ଼ିଶା ପାଇଁ ବିଜୁ ବାବୁଙ୍କ ଅନେକ ଅବଦାନ ଅଛି ଆମେ ଜମାରୁ ଅସ୍ଵୀକାର କରୁନୁ । ହେଲେ ରାଜ୍ୟରେ ଶହଶହ ବରପୁତ୍ର ଅଛନ୍ତି
PURI
ରତ୍ନଭଣ୍ଡାର ଚାବି ହଜାଇଛି କିଏ ?
ଅର୍ଗସ ବ୍ୟୁରୋ: ନବୀନ ବାବୁ କହିଲେ ଓଡ଼ିଆଙ୍କ ପାଇଁ ଚିନ୍ତା କରନ୍ତିନି ମୋଦି । ହେଲେ ପ୍ରକୃତରେ ଓଡ଼ିଆଙ୍କ ଲାଗି ଚିନ୍ତା କରନ୍ତି କିଏ ? ସେନେଇ ଗୋଟି ଗୋଟି ଗୁମର ଖୋଲିଦେଲେ ଧର୍ମେନ୍ଦ୍ର