୨୦୨୪ରେ ଲୋକେ ବିକଶିତ ଭାରତ ଖୋଜୁଛନ୍ତି
by Argus News
Thu, May 16 | 4:50 p.m.

ଅର୍ଗସ ବ୍ୟୁରୋ : ପଦ୍ମପୁର ସଭାରେ ବର୍ଷିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆଜି ଓଡ଼ିଶାରେ ଶାସନ କିଏ ଚଳାଉଛି ? ଭୋଟ୍ ଜଣକୁ ଦେବେ ସରକାର ଆଉ ଜଣେ ଚଲାଇବ । ଏଭଳି ସରକାର ଆମକୁ ଦରକାର କି ? ଇଏ କିଭଳି ସରକାର ? ଅଧିକାରୀ ସରକାର ଚଳାଉଛନ୍ତି, ଏମଏଲଏ ଚୁପ୍ ବସିଛନ୍ତି । ଆହୁରି ମଧ୍ୟ କହିଛନ୍ତି, ମହାପ୍ରଭୁଙ୍କ ରତ୍ନଭଣ୍ଡାର ସୁରକ୍ଷା, ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କ ସମସ୍ୟା, ଓଡ଼ିଶା ଭାଷା- ସଂସ୍କୃତି ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ । ସେପଟେ କଂଗ୍ରେସକୁ କଟାକ୍ଷ କରି କହିଛନ୍ତି, ୨୦୧୪ ପୂର୍ବରୁ କେବଳ ତୁଷ୍ଟିକରଣର ରାଜନୀତି ଚାଲିଥିଲା ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଆଜି  ଭୁବନେଶ୍ୱର ରୋଡ୍ ସୋ’ ସାରିବା ପରେ ପଦ୍ମପୁରରେ ପହଂଚିଥିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସେଠି ଜନସଭା ଜରିଆରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ଜନସଭାକୁ ସମ୍ବୋଧନ କରିଥିଲେ । ଏହି ଅବସରରେ ଉଭୟ ବିଜେଡି ଓ କଂଗ୍ରେସ ଉପରେ ବର୍ଷିଛନ୍ତି ଜେପି ନଡ୍ଡା । କହିଥିଲେ ମୋଦି ଆସିବା ପରେ ରାଜନୀତି ବଦଳିଛି । ମୋଦି ଆସିବା ପରେ ରାଜନୀତିର ପରିଭାଷା ବଦଳିଯାଇଛି । ୨୦୨୪ରେ ଲୋକେ ବିକଶିତ ଭାରତ ଖୋଜୁଛନ୍ତି ବୋଲି କହିଛନ୍ତି ।

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା