ବଳଦେବଜୀଉଙ୍କ ଦର୍ଶନ କଲେ ବିଜେପି ସଭାପତି ମନମୋହନ ସାମଲ
by Argus News
Mon, Dec 04 | 4:44 p.m.

ଅର୍ଗସ ବ୍ୟୁରୋ:  ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଆଜି କେନ୍ଦ୍ରାପଡା ଗସ୍ତ କରି ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି l ପୂର୍ବାହ୍ନ ରେ ଦୁହୁରିଆ ସ୍ଥିତ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ପହଁଞ୍ଚି ସେଠାରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ l ପରେ ମନମୋହନ ସାମଲ ଶ୍ରୀ ବଳଦେବଜୀଉଙ୍କ ଦର୍ଶନ କରି ରଥ ଦାଣ୍ଡରେ ଅୟୋଜିତ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେଇ ଦଳୀୟ କର୍ମୀ ଙ୍କୁ ଉଦବୋଧନ ଦେଇଥିଲେ l ଶେଷରେ ଅଙ୍ଗୁଳାଇ ଠାରେ ମହାକାଳପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ କର୍ମକର୍ତ୍ତା ଙ୍କ ସହ ଆଲୋଚନା କରିଥିଲେ l

ମନମୋହନଙ୍କ ଏହି ଗସ୍ତ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ଭରି ଦେଇଛି l ଏହି କାର୍ଯ୍ୟକ୍ରମରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରାପଡା  ଜିଲା ବିଜେପି ସଭାପତି କିଶୋର୍ ପଣ୍ଡା, ପୂର୍ବତନ ବିଧାୟକ ପାର୍ଥି ସୁନାକର ବେହେରା, ଜ୍ଞାନ ଦେବ ବେହୁରା, ଡକ୍ଟର କଳ୍ପନା ମଲ୍ଲିକ ପ୍ରମୁଖ ଯୋଗଦେଇଥିଲେ  ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ