ମଦ ମାଫିଆଙ୍କ ଘରେ ଟଙ୍କାର ପାହାଡ଼, ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ସମୀର ମହାନ୍ତି
by Argus News
Sat, Dec 09 | 6:23 a.m.

ଅର୍ଗସ ବ୍ୟୁରୋ : ମଦ ମାଫିଆଙ୍କ ପାଖରୁ କେଟି କୋଟି ଟଙ୍କା ବାହାରିବା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେପି ମୁଖପାତ୍ର ସମୀର ମହାନ୍ତି । ସେ କହିଛନ୍ତି ମଦ ମାଫିଆଙ୍କ ପାଖରେ ୨୦୦ରୁ ୫୦୦ କୋଟି ଟଙ୍କା ରହିବା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ରାଜ୍ୟ ସରକାର ଓ ମଦ ମାଫିଆଙ୍କ ମଧୁଚନ୍ଦ୍ରିକା ପାଇଁ ରାଜ୍ୟର ଗରିବ ଓ ସାଧାରଣ ଲୋକଙ୍କ ଝାଳବୁହା ଟଙ୍କା ମଦ ମାଫିଆଙ୍କ ପାଖରେ ରହୁଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାକୁ ବିଭିନ୍ନ କଲ୍ୟାଣକାରୀ ଯୋଜନାରେ ଦେଉଥିବା ଅର୍ଥକୁ ଶାସକ ଦଳର ନେତାମାନେ ହେରଫେର କରୁଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଗରିବଙ୍କ ପଇସା ହରିଲୁଟ କରିଥିବା କୌଣସି ବି ବ୍ୟକ୍ତିଙ୍କୁ କ୍ଷମା ଦିଆଯିବ ନାହିଁ । ସବୁ ଅର୍ଥରାଶି କୁ ଗୋଟିଗୋଟି କରି ଅସୁଲ କରାଯିବ ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ