16 ଟି ନୂଆ ମୁଁହ, 3ଟି ସ୍ଥାନରେ ରିପିଟ୍
by Argus News
Tue, Apr 16 | 12:11 p.m.

ଅର୍ଗସ ବ୍ୟୁରୋ: ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ବିଜେପି । ପୂର୍ବରୁ 112 ପ୍ରାର୍ଥୀ ତାଲିକା ଘୋଷଣା ହୋଇଥିବାବେଳେ ଏଥର 21 ଜଣ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି । ରାଉରକେଲାରୁ ଲଢିବେ ଦିଲୀପ ରାୟ । ନିକଟରେ ତାଙ୍କୁ କୋଇଲା ଦୁର୍ନୀତି ମାମଲାରେ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଥିଲା । 

16 ଟି ନୂଆ ମୁହଁ ଦେକିବାକୁ ମିଳିଛି ।  ରାୟଗଡ଼ା , ମୋହନା , କରଞ୍ଜିଆ 3ଟି ଆସନରେ ରିପିଟ୍ ହୋଇଛି । ବିଜେଡିରୁ ଆସିଥିବା 4 ନେତାଙ୍କୁ ଟିକେଟ୍ ମିଳିଛି । ଅମରେନ୍ଦ୍ର ଦାସ ଜଗତସିଂହପୁର , ସାରସକୋଣା ଭାଦବ ହାସଁଦା , ଲକ୍ଷ୍ମୀପୁର କୈଳାସ କୂଳସେଖା , ଚିତ୍ରକୋଣ୍ଡା ଡମ୍ବୁରୁ ଶୀଷା ମିଳିଛି ।

ରାଉରକେଲା- ଦିଲ୍ଲୀପ ରାୟ
ପାଟଣା- ଅଖିଲ ଚନ୍ଦ୍ର ନାୟକ
ସାରସକଣା- ଭାଦବ ହାଁସଦା
ରାଇରଙ୍ଗପୁର- ଜୋଲେନ ବରଦା 
ବାଙ୍ଗିରିପୋଷି- ସଞ୍ଜଳୀ ମୁର୍ମୁ
ଜଗତସିଂହପୁର-ଅମରେନ୍ଦ୍ର ଦାସ
ବାଲିକୁଦା-ଏରସମା- ସତ୍ୟ ସାରଥୀ ମହାନ୍ତି
କରଞ୍ଜିଆ- ପଦ୍ମଚରଣ ହାଇବ୍ରୁ
ଝରିଗାଁ- ନରସିଂହ ଭତ୍ରା
ଡାବୁଗାଁ- ସୋମନାଥ ପୂଜାରୀ
 ରାଜନଗର- ଲଳିତ ବେହେରା
କାକଟପୁର- ବାଇଧର ମଲ୍ଲିକ
ରଣପୁର- ସୁରମା ପାଢ଼ୀ
ସାନଖେମୁଣ୍ଡି- ଉତ୍ତମ କୁମାର ପାଣିଗ୍ରାହୀ
ମୋହନା- ପ୍ରଶାନ୍ତ ମଲ୍ଲିକ
ବିଷମକଟକ- ଜଗନ୍ନାଥ ନୁଣ୍ଡ୍ରୁକା
ରାୟଗଡ଼ା- ବସନ୍ତ ଉଲାକା
ଲକ୍ଷ୍ମୀପୁର- କୈଳାସ କୁଲେସିକା
କୋଟପାଡ- ରୁପୁ ଭତ୍ରା
 ପଟାଙ୍ଗୀ- ଚୈତନ୍ୟ ନନ୍ଦିବାଲି
ଚିତ୍ରକୋଣ୍ଡା- ଡମ୍ବରୁ ଶିଶା
 

PM
30m ago
ମୁଁ ଏହି କୁନି ପିଲା ଦୁଇଜଣଙ୍କ ବଡ଼ ପ୍ରଶଂସକ ପାଲଟି ଯାଇଛି : ପ୍ରଧାନମନ୍ତ୍ରୀ
ଅର୍ଗସ ବ୍ୟୁରୋ : ପୁଣି ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ । ସବୁବେଳେ ଚର୍ଚ୍ଚା ରହି ଆସିଛନ୍ତି ଆମ ପ୍ରଧାନମନ୍ତ୍ରୀ । ଆମେ ଆଜି କୋହୁଛି କୁନି ପ୍ରଧାନମନ୍ତ୍ରୀଙ୍କ କଥା । ଆଉ ଏହି କୁନ
MODI
42m ago
ଆଜି ୟୁପିର ଲାଲଗଞ୍ଜ, ଭଦହୀ, ଜୈନପୁର ଓ ଆଜମଗଡ଼ରେ ମୋଦିଙ୍କ ମାରାଥନ ପ୍ରଚାର
ଅର୍ଗସ ବ୍ୟୁରୋ : ଉତ୍ତର ପ୍ରଦେଶର ମୋଦିଙ୍କ ମାରାଥନ ପ୍ରଚାର । ଆଜି ୟୁପିର ଲାଲଗଞ୍ଜ, ଭଦହୀ, ଜୈନପୁର ଓ ଆଜମଗଡ଼ରେ ନିର୍ବାଚନୀ ଜନସଭାରୁ ବିରୋଧୀ ସମାଜବାଦୀ ପାର୍ଟି ସମେତ ଇଣ୍ଡି ମେଣ୍
AMIT SHAH
51m ago
'ଓଡ଼ିଶାରେ ଚାଲିଛି ଠେଲା ସରକାର '
ଅର୍ଗସ ବ୍ୟୁରୋ : ଓଡ଼ିଶା ଆସିଲେ, ନବୀନଙ୍କ ଉପରେ ବର୍ଷିଲେ । କେନ୍ଦ୍ରୀୟ ଯୋଜନାର ହିସାବ ଦେଲେ, ରାଜ୍ୟର ପାରିବାପଣିଆ ଦେଖାଇଦେଲେ । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିବା ପର