ବିଷ୍ଣୁଦେଓ ସାଏ ହେବେ ଛତିଶଗଡର ନୂଆ ମୁଖ୍ୟମନ୍ତ୍ରୀ 
by Argus News
Sun, Dec 10 | 3:58 p.m.

ନୂଆଦିଲ୍ଲୀ: ବିଷ୍ଣୁଦେଓ ସାଏ ଛତିଶଗଡର ହେଲେ ମୁଖ୍ୟମନ୍ତ୍ରୀ  । ବିଜେପି ବିଧାୟକ ଦଳ ବୈଠକରେ ବିଷ୍ଣଦେଓଙ୍କ ନାଁ ଲାଗିଲା ମୋହର। କୁନକୁରୀ ବିଧାନସଭା ଆସନରୁ ବିଧାୟକ ନିର୍ବାଚିତ ହୋଇଛନ୍ତି ବିଷ୍ଣୁଦେଓ।

ଛତିଶଗଡ଼ ବିଜେପିର ଆଦିବାସୀ ଚେହେରା ହେଉଛନ୍ତି ସାୟ। ବିଷ୍ଣୁଦେଓ ସାୟ 4 ଥର ସାଂସଦ ଓ 2 ଥର ବିଧାୟକ ନିର୍ବାଚିତ ହୋଇଛନ୍ତି। ମୋଦି ସରକାରର ପ୍ରଥମ ପାଳରି କେନ୍ଦ୍ରମନ୍ତ୍ରୀ ଥିଲେ ସାୟ। ଅଜିତ ଯୋଗୀଙ୍କ ପରେ ସାୟ ହେବେ ଛତିଶଗଡ଼ର ଦ୍ବିତୀୟ ଆଦିବାସୀ ମନ୍ତ୍ରୀ

ଅଧିକ ପଢନ୍ତୁ ଭାରତ ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ