ଆଜି ତିନି ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିବ ବିଜେପି
by Argus News
Fri, Dec 08 | 7:21 a.m.

ଅର୍ଗସ ବ୍ୟୁରୋ: ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ 3ଟି ରାଜ୍ୟରେ ଜିତିଥିବା ବିଜେପି, ମୁଖ୍ୟମନ୍ତ୍ରୀ ବାଛିବାକୁ ପ୍ରକ୍ରିୟା ଆରମ୍ଭ କରିବାକୁ ଯାଉଛି। ଆଜି ତିନି ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିବ ବିଜେପି। ଏହାର ଅର୍ଥ 3 ରାଜ୍ୟ ପାଇଁ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବାକୁ ଯାଉଛି। ମଧ୍ୟପ୍ରଦେଶରେ କ୍ଷମତା ବଜାୟ ରଖିଛି ବିଜେପି। ସେହିପରି ରାଜସ୍ଥାନ ଏବଂ ଛତିଶଗଡ଼ରେ କଂଗ୍ରେସ ସରକାରକୁ ଗାଦିଚ୍ୟୁତ କରି କ୍ଷମତାକୁ ଫେରିଛି ଭାରତୀୟ ଜନତା ପାର୍ଟି।

ଅଧିକ ପଢ଼ନ୍ତୁ ଦେଶ ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ