25 ବର୍ଷ ବିଜେଡି ସରକାର ବିରୋଧରେ ବିଜେପି ଆଣିବ ଚାର୍ଜସିଟ
by Argus News
Wed, Apr 24 | 5:06 p.m.

ଅର୍ଗସ ବ୍ୟୁରୋ: 25 ବର୍ଷ ବିଜେଡି ସରକାର ବିରୋଧରେ ବିଜେପି ଆଣିବ ଚାର୍ଜସିଟ । ଓଡିଶା ଅସ୍ମିତା ପାଇଁ ଲଢେଇ ଡାକରା ଦେଇଥିବା ବିଜେପି 25 ବର୍ଷ ବିଜେଡ଼ି ସରକାରରେ ଅନ୍ୟାୟ , ଦୁର୍ନୀତି, ଭ୍ରଷ୍ଟାଚାର, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସା ଆଦିକୁ ଚାର୍ଜସିଟରେ ସ୍ଥାନ ଦେଇଛି ଭାରତୀୟ ଜନତା ପାର୍ଟି । 

ସେହିପରି ଶିକ୍ଷା , ସ୍ୱାସ୍ଥ୍ୟ , ପାନୀୟ ଜଳ ଆଦି ସମସ୍ୟା ମଧ୍ୟ ଚାର୍ଜସିଟରେ ସ୍ଥାନ ପାଇଛି । ସାଧାରଣ ନିର୍ବଚନ ପୂର୍ବରୁ ବିଜେପି ଏହି ଚାର୍ଜସିଟ ଆଣି ବିଜେଡି ସରକାରର ବିଫଳତାକୁ ପ୍ରସଙ୍ଗ କରିବାକୁ ଯୋଜନା କରିଛି। ଏହି ଚାର୍ଜସିଟକୁ ନେଇ ଲୋକଙ୍କ ପାଖକୁ ଯିବ ବିଜେପି । ପୂର୍ବରୁ ତେଲେଙ୍ଗାନ, ତ୍ରିପୁରା , କର୍ଣ୍ଣାଟକ, ଛତିଶଗଡ଼, ଝାଡ଼ଖଣ୍ଡରେ ମଧ୍ୟ ବିଜେପି ସ୍ଥାନୀୟ ସରକାରର ଅପାରଗତା ନେଇ ଚାର୍ଜସିଟ ଆଣିଥିଲା। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ