କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ବିଜେପିର ଶକ୍ତି ପ୍ରଦର୍ଶନ 
by Argus News
Sat, Apr 20 | 7:30 p.m.

ବୌଦ୍ଧ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ବିଜେପିର ଶକ୍ତି ପ୍ରଦର୍ଶନ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦିନିକିଆ ଗସ୍ତରେ ଆସି ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମନମୁଣ୍ଡାରୁ ଦଳୀୟ କାର୍ଯ୍ୟକର୍ତ୍ତାମାନେ ଧର୍ମେନ୍ଦ୍ରଙ୍କୁ ଭବ୍ୟ ସ୍ୱାଗତ କରିଥିଲେ ।

ପରେ ବିରାଟ ଏକ ଶୋଭାଯାତ୍ରାରେ ପଲସାଗୋରାଠାରେ ଆୟୋଜିତ ମିଶ୍ରଣ ପର୍ବରେ ଯୋଗ ଦେଇଥିଲେ କେନ୍ଦ୍ରମନ୍ତ୍ରୀ। ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରତ୍ୟୁଷ ପ୍ରିୟଦର୍ଶୀ ରଥଙ୍କ ସମେତ ୧୪ ସରପଞ୍ଚ ଓ ସମିତି ସଭ୍ୟଙ୍କ ସହିତ ଶତାଧିକ ବିଜେଡ଼ି କର୍ମୀ ବିଜେପିରେ ସାମିଲ ହୋଇଥିଲେ । ବିଜେଡି ସରକାରଙ୍କୁ ଭର୍ତ୍ସନା କରି ସରକାର ପରିବର୍ତ୍ତନ ସହ ଡବଲ ଇଞ୍ଜିନ ସରକାର ପାଇଁ ଆହ୍ୱାନ ଦେଇଥିଲେ ଧର୍ମେନ୍ଦ୍ର ପ୍ରଧାନ ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି