ଗୁଣିଗାରେଡି ସନ୍ଦେହରେ ବୃଦ୍ଧାଙ୍କୁ ହତ୍ୟା
by Argus News
Thu, Mar 07 | 12:57 p.m.

ଅର୍ଗସ ବ୍ୟୁରୋ: ପୁଣି ଅନ୍ଧବିଶ୍ୱାସ ନେଲା ଜୀବନ। ନବରଙ୍ଗପୁର ଜିଲ୍ଲାର ଉମରକୋଟ ବ୍ଲକ ବଡ଼ାବାସିନୀ ଆଦିବାସୀ ଗାଁରେ ଅଭାବନୀୟ ଘଟଣା। ଗୁଣିଗାରେଡି ସନ୍ଦେହରେ ବୃଦ୍ଧାଙ୍କୁ ହତ୍ୟା। ସୂଚନା ଅନୁଯାୟୀ ଫେବୃଆରୀ ୨୯ ତାରିଖ ରାତିରେ ଗାଁର ଚମରିନ ଭତ୍ରାଙ୍କୁ ଗୁଣିଗାରେଡି ସନ୍ଦେହରେ ଉକ୍ତ ଗ୍ରାମର ୮ଜଣ ବ୍ୟକ୍ତି ହତ୍ୟା କରିଥିଲେ। ତେବେ ଘଟଣାରେ ଉମରକୋଟ ପୋଲିସ କଳାହାଣ୍ଡି ଜିଲ୍ଲା ମୋଟେର ନିକଟରୁ 3ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଘଟଣାରେ ସଂପୃକ୍ତ ଅନ୍ୟ ୫ଜଣ ଫେରାର ଥିବା ବେଳେ ଫେରାର ଅଭିଯୁକ୍ତଙ୍କ ମଧ୍ୟରେ ୩ଜଣ ମହିଳା ରହିଛନ୍ତି ।ତେବେ ସମସ୍ତଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ଥାନା ଅଧିକାରୀ ଡମ୍ବରୁଧର ପ୍ରଧାନ ସୂଚନା ଦେଇଛନ୍ତି। ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗା ଓ ଟାଙ୍ଗିଆକୁ ମଧ୍ୟ ପୁଲିସ ଜବତ କରିଛି।

 

LOW PRESSURE
10m ago
ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା, ପାଣିପାଗ ବିଭାଗର ସୂଚନା
ଅର୍ଗସ ବ୍ୟୁରୋ: ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲ
IPL-2024
18m ago
ରୋମାଞ୍ଚକର ସ୍ଥିତିରେ IPL-2024, ପ୍ଲେଅଫ୍‌ରେ ଆର୍‌ସିବି
ଅର୍ଗସ ବ୍ୟୁରୋ: ରୋମାଞ୍ଚକର ସ୍ଥିତିରେ IPL-2024 । ପ୍ଲେଅଫ୍‌ରେ ଆର୍‌ସିବି । ଚେନ୍ନାଇ ସୁପର୍ କିଙ୍ଗ୍ସକୁ ପଛକୁ ହଟାଇ ଅପ୍ରତ୍ୟାଶିତ ଭାବେ ପ୍ଲେଅଫ୍ ଯୋଗ୍ୟତା ଅର୍ଜ
SAMEER RANJAN DAS
22m ago
ବିଜେଡି ଛାଡ଼ିଲେ ସମୀର ରଞ୍ଜନ ଦାସ
ଅର୍ଗସ ବ୍ୟୁରୋ: ସମୀର ରଞ୍ଜନ ଦାସ ଛାଡ଼ିଲେ ବିଜେଡି। ନିମାପଡା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାସ। ମୁଖ୍ୟମନ୍ତ୍ରୀଙ୍କୁ ପଠାଇଲେ ଇସ୍ତଫା ପତ୍ର। ଟିକେଟ କଟିଥିବାରୁ ଅସନ୍ତୁଷ୍