ଷ୍ଟିଲ୍ କାରଖାନାରେ ବିସ୍ଫୋରଣ
by Argus News
Sat, Jul 27 | 4:54 p.m.

ଢେଙ୍କାନାଳ: ଷ୍ଟିଲ୍ କାରଖାନାରେ ବିସ୍ଫୋରଣ । ଢେଙ୍କାନାଳ ଜିଲ୍ଲା ଝାଡ଼ବନ୍ଧ ନିକଟରେ ଥିବା ରୁଙ୍ଗଟା ମାଇନ୍ସ ଷ୍ଟିଲ୍ କାରଖାନାରେ ବିସ୍ଫୋରଣ ହୋଇଛି । ଫାଟିଲା ଫର୍ଣ୍ଣେସ୍ । ଏଥିରେ କେହି ମୃତାହତ ହୋଇ ନଥିବା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ସମସ୍ତ କର୍ମଚାରୀ ସୁରକ୍ଷିତ ଥିବା ସୂଚନା । ଗତ କିଛି ଦିନ ପୂର୍ବରୁ ଦୁର୍ଘଟଣା ଘଟି ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା । ଫର୍ଣ୍ଣେସ୍ ସାଇଟ୍ ପାଖ ଧୂଆଁମୟ ହୋଇଯାଇଛି । ଫଳରେ କର୍ମଚାରୀ ଭୟଭିତ ହୋଇପଡିଛନ୍ତି । 

ଆହୁରି ପଢନ୍ତୁ ଓଡିଶା ଖବର...

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା