ଭୋଟିଂ କାଉଣ୍ଟି ପ୍ରକ୍ରିୟା ସୁରୁଖୁରୁରେ ଶେଷ କରିବା ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ
by Argus News
Fri, Mar 29 | 3:07 p.m.

ଅର୍ଗସ ବ୍ୟୁରୋ: କମିଶନରେଟ୍ ପୋଲିସର ନିର୍ବାଚନ ପ୍ରସ୍ତୁତି । କଟକରେ ୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟିଂ କାଉଣ୍ଟି ପ୍ରକ୍ରିୟା ସୁରୁଖୁରୁରେ ଶେଷ କରିବା ପାଇଁ ପ୍ରସ୍ତୁତ ହୋଇଛି ବ୍ଲୁ ପ୍ରିଣ୍ଟ । ମତଦାନ ପାଇଁ 722ଟି ବୁଥ ଥିବା ବେଳେ 125 ସମ୍ବେଦନଶୀଳ ବୁଥ ରହିଛି ।  କିଛି ଅପରାଧୀଙ୍କୁ ତଡିପାର କରିବା ପାଇଁ ଯୋଜନା କରାଯାଇଥିବା ସୂଚନା ଦେଇଛନ୍ତି ପୋଲିସ କମିଶନର ସଞିବ ପଣ୍ଡା  ।

ସେପଟେ ୨ ଲକ୍ଷ ରୁ ଅଧିକ ନଗଦ ଟଙ୍କା ଜବତ ହୋଇଛି ।୧୦ ଟି ବେଆଇନ୍ ବନ୍ଧୁକ ସିଜ୍ କରିଛି ପୋଲିସ । ୨୯୭ ଗନ୍ ଲାଇସେନ୍ସ ପୋଲିସ ପାଖେ ଜମା ହୋଇଛି। ଦଫା 110ରେ 63 ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଏନବିଡବ୍ଲୁ ମାଧ୍ୟମରେ 283ଜଣ ଙ୍କୁ ଗିରଫ କରାଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ମୁଖ୍ୟମନ୍ତ୍ରୀ
ବିଜେଡି ନିର୍ବାଚନୀ ଇସ୍ତାହାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଅର୍ଗସ ବ୍ୟୁରୋ : ବିଜେଡି ଜାରି କଲା ନିର୍ବାଚନୀ ଇସ୍ତାହାର । ଇସ୍ତାହାର ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଶା ନମ୍ବର ୱାନ ଘୋଷଣା ପତ୍ର ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ସେ କହିଛନ୍ତ
ପ୍ରଧାନମନ୍ତ୍ରୀ
ଆସନ୍ତା କାଲି ଦୁଇ ଦିନିଆ ନିର୍ବାଚନ ପ୍ରଚାରରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ
ଆସନ୍ତା କାଲି ଭୁବନେଶ୍ୱରରେ ରୋଡ ସୋରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ସନ୍ଧ୍ୟା ୬ ଟାରେ ରାଜ୍ୟ କାର୍ଯ୍ୟାଳୟରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ ସୋ କରିବେ ମୋଦି ଆସନ୍ତ
ଧର୍ମେନ୍ଦ୍ର
" ଲୋକଙ୍କୁ ଠକିଲେ ଲୋକମାନେ ହିଁ ଭାଙ୍ଗି ଦିଅନ୍ତି ସରକାର " - ଧର୍ମେନ୍ଦ୍ର
ଅର୍ଗସ ବ୍ୟୁରୋ : ନିର୍ବାଚନ ଫଳ ଆସିବା ପରେ ବିଜେଡିକୁ ଭାଙ୍ଗି ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶ ପରି ସରକାର ଗଠନ ଲାଗି ରଣନୀତି କରିଛି ବିଜେପି। ବରାଦି ସାମ୍ବାଦିକ ସମ୍ମିଳନୀରେ ବିଜେଡ