ବନ୍ଧା ହେଲେ ବୈପାରିଗୁଡ଼ା କୁବେର IIC
by Argus News
Tue, Nov 28 | 6:25 p.m.

ଅର୍ଗସ ବ୍ୟୁରୋ : ଭିଜିଲାନ୍ସ ଜାଲରେ ଆଉ ଜଣେ କୁବେର ଥାନା ବାବୁ । ଆଉ ବନ୍ଧାହେଲେ ବୈପାରିଗୁଡ଼ା ଥାନା ଅଧିକାରୀ । ପୋଲିସ ଆଧିକାରୀଙ୍କ ଘରେ ପୁଳା ପୁଳା ଟଙ୍କା ଦେଖି ଭିଜିଲାନ୍ସ ଅଧିକାରୀଙ୍କ ବି ଉଡିଥିଲା ହୋସ । ହାତରେ ଟଙ୍କା ଗଣି ହାଲିଆ ହେବା ପରେ ଶେଷରେ ମେସିନରେ ଗଣା ହୋଇଥିଲା ଟଙ୍କା । କୋରାପୁଟ ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀଙ୍କ କଟକ ବକ୍ସି ବଜାର ସ୍ଥିତ ସରକାରୀ କ୍ବାର୍ଟରରେ ମଧ୍ୟ ଚଢାଉ କରିଥିଲା ଭିଡିଲାନ୍ସ ଟିମ୍ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି