ବୋଲେରୋ ଓଲଟି ୧୦ ଆହତ  
by Argus News
Thu, Feb 29 | 8:42 a.m.

ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ଥାନା ଅନ୍ତର୍ଗତ 16 ନମ୍ବର ଜାତୀୟ ରାଜପଥରେ ସିଙ୍ଗଡାପଲ୍ଲୀ ଠାରେ ସଡକ ଦୁର୍ଘଟଣାରେ 10 ଜଣ ଆହତ ହୋଇଛନ୍ତି। ମାଲକାନଗିରି ଠାରୁ ପୁରୀ ଅଭିମୁଖେ ଯାଉଥିବା ଏକ ବୋଲେରୋ ଭାରସାମ୍ୟ ହରାଇ ସିଙ୍ଗଡାପଲ୍ଲୀ ଠାରେ ଘଟିଥିଲା ଅଘଟଣ।

ବୋଲେରୋରେ ବସିଥିବା 10 ଜଣ ମଧ୍ୟରୁ 8 ଜଣ ଗୁରୁତର ଆହତ ଥିବା ବେଳେ 2 ଜଣ ସାମାନ୍ୟ ଆହତ। ପ୍ରଥମେ ସେମାନଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ପଠାଯାଇଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର 

REPOLLING
46m ago
କଣ୍ଟାମାଳ: ବୁଥ ନମ୍ବର 26 ଓ 28ରେ ହେବ ପୁନଃ ମତଦାନ
ଅର୍ଗସ ବ୍ୟୁରୋ: କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ ନମ୍ବର 26 ଓ 28ରେ ହେବ ପୁନଃ ମତଦାନ । ଆସନ୍ତାକାଲି ପୁନର୍ବାର ମତଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନର
DEAD BODY
50m ago
ମୃତଦେହକୁ ନେଇ ରାଜନୀତି କରୁଛି ବିଜୁ ଜନତା ଦଳ
ଅର୍ଗସ ବ୍ୟୁରୋ: ସମ୍ବଲପୁରରେ ସାମ୍ନାକୁ ଆସିଲା ବିଜେଡିର ହୀନ ରାଜନୀତି । ମୃତଦେହକୁ ନେଇ ରାଜନୀତି କରୁଛି ବିଜୁ ଜନତା ଦଳ। ମୃତକଙ୍କ ନାଁରେ ମିଛ ପ୍ରଚାର କରି ବିରୋଧୀ ଦଳକୁ ବଦନା
RUBEN BANERJEE
53m ago
ପାଣ୍ଡିଆନ ବିଜେଡିର ନୁହେଁ ବରଂ ବିଜେପିର ଷ୍ଟାର କ୍ୟାମ୍ପେନର: ରୁବେନ୍ ବାନାର୍ଜୀ
ଅର୍ଗସ ବ୍ୟୁରୋ: ବିଜୁ ଜନତା ଦଳର ନେତା ଭି. କେ ପାଣ୍ଡିଆନ ନିଜ ଦଳ ବିଜେଡିର ନୁହେଁ ବରଂ ବିଜେପିର ଷ୍ଟାର କ୍ୟାମ୍ପେନର। ଅର୍ଗସକୁ ଏକ୍ସକ୍ଲୁସିଭ୍ ସାକ୍ଷାତକାରକୁ ଏକଥା କହିଛନ୍ତି ବରିଷ୍