ଗାଡି ଭଙ୍ଗାରୁଜା ସହ ପରସ୍ପର ଆକ୍ରମଣରେ ଦୁଇ ଆହତ
by Argus News
Tue, Nov 28 | 9:40 a.m.

ଅର୍ଗସ ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ତରବୋଇ ଗାଁରେ ଗୋଷ୍ଠୀ ସଂଘର୍ଷରୁ ବୋମାମାଡ଼ । ଗାଡି ଭଙ୍ଗାରୁଜା ସହ ପରସ୍ପର ଆକ୍ରମଣରେ ଦୁଇ ଜଣ ଆହତ ହୋଇଛନ୍ତି । ସାମାନ୍ୟ କଥାକୁ କେନ୍ଦ୍ର କରି ଗତକାଲି ରାତିରେ ଗଣ୍ଡଗୋଳ ଘଟିଥିଲା । ଗୋଷ୍ଠୀସଂଘର୍ଷର କାରଣ ଅସ୍ପଷ୍ଟ ଥିବାବେଳେ ଜଟଣୀ ଥାନାରେ ଏତଲା ଦିଆଯାଇଛି । ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ