ସୀମାନ୍ତରେ ବଡ଼ ଧରଣର ଏନକାଉଣ୍ଟର: ହାର୍ଡକୋର ମାଓବାଦୀ ମୃତ
by Argus News
Sat, Feb 24 | 11:31 a.m.

ଅର୍ଗସ ବ୍ୟୁରୋ: ସୀମାନ୍ତ ଛତିଶଗଡ଼ ସୁକମାରେ ଆଜି ଭୋର ସକାଳୁ ବଡ ଧରଣର ଏନକାଉଣ୍ଟର ହୋଇଛି । ସୁକମାର ବୁକେଲାକା ଅଞ୍ଚଳରେ କୁମ୍ବିଙ୍ଗ ଅପରେସନ ଚାଲିବା ସମୟରେ ମାଓ କ୍ୟାମ୍ପକୁ ଠାବ କରିଥିଲେ ସୁରକ୍ଷା ବହିନୀ। 

ଯବାନଙ୍କୁ ଦେଖି ମାଓବାଦୀ ଗୁଳିଚାଳନା କରିଥିଲେ । ପାଲଟା ଜବାବ ଦେବାକୁ ଯାଇ ଘଟଣାସ୍ଥଳରେ ଜଣେ ହାର୍ଡକୋର ମାଓବାଦୀର ମୃତ୍ୟୁ ଘଟିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଘଟଣାସ୍ଥଳରେ କୁମ୍ବିଙ୍ଗ ଅପରେସନ ଜାରି ରହିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ରାଜ୍ୟରେ ଲାଗୁ ହେବ
16m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର