ସୀମାରେ ଆତଙ୍କୀ ହମଲା,୪ ଯବାନ ଆହତ,ଜଣେ ଶହୀଦ
by Argus News
Sat, Jul 27 | 11:11 a.m.


ଅଗର୍ସ ବ୍ୟୁରୋ: ସୀମାରେ କିଛି ଦିନ ହେବ ଲାଗି ରହିଛି ଆତଙ୍କୀ ହମଲା। ଆତଙ୍କବାଦୀ ଓ ସୈନ୍ୟଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ ହୋଇ ଥିବାବେଳେ ୪ ଜଣ ଯବାନ ଆହତ,ଜଣେ ଶହୀଦ ହୋଇଛନ୍ତି। କୁପୱାଡା ଜିଲ୍ଲାରେ ଯବାନଙ୍କ ଉପରକୁ ଆକ୍ରମଣ କରିଥିଲା ପାକିସ୍ତାନ ବୋର୍ଡର ଆକ୍ସନ ଟିମ୍ ।


ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ଜମ୍ମୁ କଶ୍ମୀର କୁପୱାଡା ଜିଲ୍ଲାର ମଛିଲ ସେକ୍ଟର ନିକଟରେ ଯବାନଙ୍କ ଉପରକୁ ଗୁଳିମାଡ଼ କରିଥିଲେ ଆତଙ୍କବାଦୀ। ଭାରତୀୟ ସେନା ଏହାର କଡ଼ା ଜବାବ ଦେଇଥିଲେ। ଯବାନଙ୍କ ପାଲଟା ଆକ୍ରମଣରେ ଜଣେ ଆତଙ୍କାବାଦୀକୁ ନିପାତ ହୋଇଛି। କିଛି ଦିନ ହେବ କୁପୱାଡାରେ ଆତଙ୍କୀ କାର୍ଯ୍ୟକଳାପ ବଢିଚାଲିଛି। ଜମ୍ମୁରେ ହାଇଆଲର୍ଟ ଜାରି କରାଯାଇଛି
 

ଯମୁନା ନଦୀ
7m ago
ପୁଣି ଯମୁନା ନଦୀରେ ବିଷାକ୍ତ ଫେଣ , ରାଜଧାନୀବାସୀଙ୍କ ସ୍ଥିତି ସଂଙ୍ଗୀନ
ଅର୍ଗସ ବ୍ୟୁରୋ : ପୁଣି ଯମୁନା ନଦୀରେ ବିଷାକ୍ତ ଫେଣ । ଆପଣ ଯେଉଁଠିକି ଦେଖିବେ ସେଠି ଫେଣ ହିଁ ଫେଣ । ଦିଲ୍ଲୀର କାଳନ୍ଦି କୁଞ୍ଜ ଅଞ୍ଚଳରେ ଯମୁନା ନଦୀର ଏ ସଙ୍ଗୀନ ସ୍ଥିତି ଦେଖିବାକୁ ମିଳିଛି
OSSSC
32m ago
OSSSC ପରୀକ୍ଷା ବିବାଦ। ଏହାର ଖୁବଶୀଘ୍ର ସମାଧାନ କରିବେ ରାଜ୍ୟ ସରକାର
ଅର୍ଗସ ବ୍ୟୁରୋ: OSSSC ପରିଚାଳିତ ପରୀକ୍ଷା ବିବାଦ। ଏହାର ଖୁବଶୀଘ୍ର ସମାଧାନ କରିବେ ରାଜ୍ୟ ସରକାର। ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ ହୋଇଛି ବୋଲି ଏକ ପ୍ରେସ ବିଜ୍ଞପ୍ତିର
ଦିନ ବେଳର
32m ago
ଦିନ ବେଳର ଖବର ସଂକ୍ଷେପରେ...
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020... ପୁନଃ ଗଠିତ ହେଲା ଟାସ୍କ ଫୋର୍ସ.. ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ କଲେ ରାଜ୍