ଶଗଡା ଫାଣ୍ଡିର ବିଭିନ୍ନ ଅଞ୍ଚଳରେ ଲାଗିଲା ମାଓ ପୋଷ୍ଟର
by Argus News
Tue, Dec 05 | 2:44 p.m.

ଅର୍ଗସ ବ୍ୟୁରୋ : ବୌଦ୍ଧ ଜିଲ୍ଲା ଶଗଡା ଫାଣ୍ଡିର ବିଭିନ୍ନ ଅଞ୍ଚଳରେ ମାଓ ପୋଷ୍ଟର ମାରିଛି  KKBN ଡିଭିଜନ । ଶଗଡା ଫାଣ୍ଡିର ବିଭିନ୍ନ ଗ୍ରାମରେ ଲାଗିଥିବା ଏହି ମାଓ ପୋଷ୍ଟରରେ ଗଞ୍ଜେଇ ଚାଷ ବନ୍ଦ କରିବାକୁ ଆହ୍ବାନ ଦେଇଛନ୍ତି ମାଓବାଦୀ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଗଞ୍ଜେଇ ମାଫିଆଙ୍କୁ ଦଣ୍ଡ ଦେବା ଉଦେଶ୍ୟ ଉକ୍ତ ପୋଷ୍ଟରରେ ଉଲ୍ଲେଖ ରହିଥିବା ବେଳେ ପୋଲିସ ପାଇଁ ଗଞ୍ଜେଇ ଚାଷର ପ୍ରସାର ହେଉଛି ବୋଲି କୁହା ଯାଇଛି ।  ମାଓବାଦୀଙ୍କ ଆନ୍ଦୋଳନରେ ପୋଲିସ ବାଧା ସୃଷ୍ଟି କରୁଥିବା ନେଇ ଉଲ୍ଲେଖ ହୋଇଛି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ