ଏନଏସିରୁ ମନମୁଣ୍ଡା ବାଦ ପଡିବାରୁ ପ୍ରତିବାଦ
by Argus News
Sun, Feb 25 | 1:11 p.m.

ଅର୍ଗସ ବ୍ୟୁରୋ : ଏନଏସିରୁ ମନମୁଣ୍ଡା ବାଦ ପଡିବା ପ୍ରତିବାଦରେ ମୁଖ୍ୟମନ୍ତ୍ରୀ ଓ ବିଧାୟକଙ୍କ କୁଶ ପୁତ୍ତଳିକା ଦାହ । ଗତ ସଂଧ୍ୟାରେ ମନମୁଣ୍ଡା ସହର ଉପକଣ୍ଠ ସୁବର୍ଣ୍ଣପାଲି ଶୈବପୀଠ ପ୍ରାଙ୍ଗଣରେ ମନମୁଣ୍ଡାବାସୀଙ୍କ ବୈଠକରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା । ରାଜ୍ୟ ସରକାର ଗତକାଲି ବୌଦ୍ଧ ଜିଲ୍ଲାର କଣ୍ଟାମାଳକୁ ଏନଏସି ଘୋଷଣା କରିଥିବା ବେଳେ ଏଥିରୁ ମନମୁଣ୍ଡା ବାଦ ପଡିଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଗତ ମାସ ମନମୁଣ୍ଡାରେ ଆୟୋଜିତ ଅସୁରଗଡ ମହୋତ୍ସବରେ କଣ୍ଟାମାଳ ବିଧାୟକ ମହୀଧର ରଣା ମନମୁଣ୍ଡା ଏନଏସି ନିଶ୍ଚୟ ହେବ ବୋଲି ଉପସ୍ଥିତ ହଜାର ହଜାର ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ପ୍ରତିଶ୍ରୁତି ରକ୍ଷା କରିନାହାନ୍ତି । ଯାହା ବିରୋଧରେ ତେଜୁଛି ଅସନ୍ତୋଷ । ପ୍ରତିବାଦରେ ଆସନ୍ତାକାଲି ମନମୁଣ୍ଡା ବନ୍ଦ ଡାକରା ଦିଆଯାଇଛି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ