ଗାଧେଇବାବେଳେ ନଦୀରେ ବୁଡିଯାଇ ଭାଇ-ଭଉଣୀଙ୍କ ମୃତ୍ୟୁ 
by Argus News
Thu, Jun 06 | 12:44 p.m.

ନୟାଗଡ:  ନଦୀରେ ବୁଡି ଭାଇ ଭଉଣୀ ମୃତ । ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ବାଉଁଶିଆପଡା ଗାଁରେ ଅଘଟଣ । ଗାଁର ଦୁତିକୃଷ୍ଣ ସେଠୀଙ୍କ ପୁଅ ଝିଅ ଓ ଗାଁର ଅନ୍ୟ ଜଣେ ନାବାଳକ ନିକଟସ୍ଥ କୁସୁମୀ ନଦୀକୁ ଗାଧେଇବାକୁ ଯାଇଥିଲେ । ଗାଧେଇବାବେଳେ ନଦୀରେ ବୁଡି ଯାଇଥିଲେ ଭାଇ ଭଉଣୀ।

ସାଙ୍ଗରେ ଥିବା ପୁଅ ଜଣକ ପାଟି କରି ଡାକିବାରୁ ସଙ୍ଗେ ସଙ୍ଗେ ଉଦ୍ଧାର କରି ନୟାଗଡ଼ ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ ଗ୍ରାମବାସୀ। ହେଲେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଇଟାମାଟି ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା