ବସ୍ ଦୁର୍ଘଟଣା ; ଡ୍ରାଇଭର ମୃତ, ୧୦ରୁ ଅଧିକ ଆହତ
by Argus News
Wed, May 29 | 7:56 a.m.

ଯାଜପୁର : ଯାଜପୁର NH-୧୬ରେ ଭୟଙ୍କର ବସ୍ ଦୁର୍ଘଟଣା । କଡେଇ ଛକ ଓ ବନ୍ଦାଳ ମଝିରେ ଏହି ବସ୍ ଦୁର୍ଘଟଣା ହୋଇଛି । ବିଳମ୍ବିତ ରାତିରେ ଏକ ହାଇୱାକୁ ଧକ୍କା ଦେଲା ଘରୋଇ ବସ୍ । ଦୁର୍ଘଟଣାରେ ବସ୍ ଡ୍ରାଇଭର ମୃତ ଥିବା ବେଳେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ।

ଅଧିକ ପଢନ୍ତୁ ଓଡିଶା ଖବର

ଆହତ ଯାତ୍ରୀଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ପ୍ରାୟ ୫୦ ଜଣ ଯାତ୍ରୀଙ୍କୁ ନେଇ ବାରିପଦାରୁ ଭୁବନେଶ୍ବର ଆସୁଥିଲା ବସ୍ ।  
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ