ବସ ଓ ଟ୍ରକ ମୁହାଁମୁହିଁ ଧକ୍କା : ୩୦ଗୁରୁତର
by Argus News
Mon, Apr 15 | 9:28 a.m.

ବୌଦ୍ଧ: ବୌଦ୍ଧ ଜିଲ୍ଲା କନ୍ଧମାଳ ସୀମାନ୍ତ ରାଣୀପଥର ଘାଟିରେ ଘରୋଇ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହେଇଥିବା ବେଳେ ୩ଜଣ ଗୁରୁତର ଥିବା ସୂଚନା ମିଳିଛି। ଚାରିଛକରୁ ଅଗ୍ନିଶମ ବାହିନୀ ନିୟୋଜିତ ଅଛନ୍ତି। ସମସ୍ତ ଗୁରୁତରଙ୍କୁ ପୁରୁଣା କଟକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ ବୌଦ୍ଧରୁ ସକାଳ ୫ଟା ସମୟରେ ଫୁଲବାଣୀ ଯାଉଥିବା ଖମ୍ବେଶ୍ୱରୀ ନାମକ ଘରୋଇ ବସ ସହ ଟ୍ରକ ମୁହାଁମୁହିଁ ଧକ୍କା ହେଇଥିଲା। ବସରେ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ଟ୍ରକ ଡ୍ରାଇଭର ଫେରାର ଥିବାବେଳେ ସୀମା ବିବାଦ ଯୋଗୁଁ କୌଣସି ପୋଲିସ ଏ ପର୍ଯ୍ୟନ୍ତ ଦୁର୍ଘଟଣା ଘଟିଥିବା  ସ୍ଥାନରେ ପହଞ୍ଚି ନାହାନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ପ୍ରଧାନମନ୍ତ୍ରୀ ମୋଦି
41m ago
ପୁଣି ୧୯ ତାରିଖ ସନ୍ଧ୍ୟାରେ ଓଡିଶା ଆସୁଛନ୍ତି ମୋଦି
ଅର୍ଗସ ବ୍ୟୁରୋ : ପୁଣି ୧୯ ତାରିଖ ସଂନ୍ଧ୍ୟାରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୧୯ ତାରିଖରେ ରାତ୍ରିଯାପନ କରି ୨୦ରେ ଯିବେ ପୁରୀ ଜଗନ୍ନାଥ ମନ୍ଦିର । ପୁରୀ ବଡଦାଣ୍ଡର
HEALTH
୪୧ ଔଷଧର ବଦଳିଲା ମୂଲ୍ୟ
ଅର୍ଗସ ବ୍ୟୁରୋ: ମଧୁମେହ, ଶରୀରର ଯନ୍ତ୍ରଣା, ହୃଦ୍‌ରୋଗ, ଯକୃତ ସମସ୍ୟା, ଆଣ୍ଟାସିଡ୍‌, ସଂକ୍ରମଣ, ଏବଂ ଆଲର୍ଜି, ମଲ୍ଟିଭାଇଟାମିନ୍ ଏବଂ ଆଣ୍ଟିବାୟୋଟିକ୍ ପରିନ କେତକ ଔଷଧର ମୂଲ୍
ଖଲ୍ଲିକୋଟ
ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ ?
ବ୍ରହ୍ମପୁର: କାହା ଚାପରେ ଚୁପ ଗଞ୍ଜାମ ପୋଲିସ । ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ । ବିଜେପିର ଅଭିଯୋଗ ପରେ ବି ଚୁପ ବସିଛି ପୋଲିସ