ପୁରୀ ବଡଦାଣ୍ଡରେ ବ୍ୟବସାୟ ଷ୍ଟଲ ଲଗାଇବା ମନା
by Argus News
Wed, Jul 03 | 9:58 p.m.

ପୁରୀ: ପୁରୀ ବଡଦାଣ୍ଡରେ ବ୍ୟବସାୟ ଷ୍ଟଲ ଲଗାଇବା ମନା। ଏନେଇ ପୁରୀ ପୌରପାଳିକା ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ମଧ୍ୟ ଦାଖଲ କରାଯାଇଛି। କେବଳ ଜନହିତକାରୀ ଷ୍ଟଲ ଗୁଡିକ ଅସ୍ଥାୟୀ ଭାବରେ ନିର୍ମାଣ କରାଯିବ ବୋଲି ସତ୍ୟପାଠରେ ଉଲ୍ଲେଖ କରିଛି ପୁରୀ ପୌରପାଳିକା।

ରଥଯାତ୍ରା ସମୟରେ ପୁରୀ ବଡ଼ ଦାଣ୍ଡରେ ପୌରପାଳିକାର ନିୟମ ଖିଲାପ କରି ଅସ୍ଥାୟୀ ଷ୍ଟଲ ନିର୍ମାଣ ପ୍ରସଙ୍ଗରେ ଦାୟର ହୋଇଥିବା ମାମଲାରେ ହାଇକୋର୍ଟ ଜବାବ ତଲବ କରିଥିଲେ। ଏ ନେଇ  ସତ୍ୟପାଠ ଦାଖଲ ପାଇଁ ପୁରୀ ପୌରପାଳିକାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟ ବିଚାରପତି  ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ଓ ଜଷ୍ଟିସ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ରଜତ କୁମାର ସାହୁଙ୍କ ଜନସ୍ବାର୍ଥ ଆବେଦନର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଥିଲେ କୋର୍ଟ। 
ଅଧିକ ପଢନ୍ତୁ ଓଡ଼ିଶା ଖବର 

BJD
27m ago
ଲୋକଙ୍କ ଟଙ୍କାରେ ଲୋକଙ୍କୁ ଠକି ମାଲେମାଲ ବିଜେଡି ସରକାର
ଅର୍ଗସ ବ୍ୟୁରୋ: କୁସୁମା ଖୋଲୁଛି ବିଜେଡିର ଜନବିରୋଧି ଦୁର୍ନୀତି ଓ କେଳେଙ୍କାରୀର ଚରିତ୍ର । କୁସୁମା କାହାର ଆରୋପ ଭିତରେ ବାଦବିବାଦ ଖୋଲୁଛି । ଲୋକଙ୍କ ଟଙ୍କାରେ ଲୋକଙ୍କ
CHIEF MINISTER
46m ago
ଶରଧାବାଲିରେ ସଫେଇ କାର୍ଯ୍ୟକ୍ରମରେ ସାମିଲ୍‌ ମୁଖ୍ୟମନ୍ତ୍ରୀ
ଅର୍ଗସ ବ୍ୟୁରୋ: ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ରଥଯାତ୍ରା ପୂର୍ବରୁ ପୁରୀ ଶରଧାବାଲିରେ ସଫେଇ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ । ବିଭିନ୍
RAIN
ଆସନ୍ତାକାଲିଠୁ ପ୍ରବଳ ବର୍ଷା ସମ୍ଭାବନା, ଭିଜିବ ରଥଯାତ୍ରା
ଅର୍ଗସ ବ୍ୟୁରୋ: ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ସମ୍ଭାବନା । ଭିଜିବ ରଥଯାତ୍ରା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ପ୍ରଭାବର