ସାଢେ ୮ରେ ୩୬ ଛୁଇଁଲା ତାପମାତ୍ରା 
by Argus News
Thu, Apr 25 | 10:59 a.m.

ଭୁବନେଶ୍ୱର:  ଜଳୁଛି ଓଡ଼ିଶା। ସିଜୁଛନ୍ତି  ଜନସାଧାରଣ।   ନା ଦିନରେ ଘରୁ ବାହାରି ହେଉଛି ନା ରାତିରେ ଘରେ ରହି ହେଉଛି।  ତତଲା ପବନ ସହ ଗରମରେ ଛଟପଟ ଲୋକେ। ପିଲାଠୁ  ବୁଢା ସମସ୍ତେ  ଗରମ ପାଇଁ ଛଟପଟ ହେଉଛନ୍ତି।

ଅଧିକ ପଢନ୍ତୁ :  ଆହୁରି ବଢିବ ତାତି, ସତର୍କ କରାଇଲା ପାଣିପାଗ କେନ୍ଦ୍ର

ଆଜି ସକାଳ ସକାଳ 8ଟା 30 ସୁଦ୍ଧା ୩୬ ଛୁଇଁଛି ତାପମାତ୍ରା।  ବାଲେଶ୍ବର ଓ ଅନୁଗୁଳରେ ସର୍ବାଧିକ 36 ତାପମାତ୍ରା ରେକର୍ଡ  କରାଯାଇଥିବାବେଳେ  ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହିଟ୍ଓ୍ବେଭ୍ ସ୍ଥିତି ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।   

ଅଧିକ ପଢନ୍ତୁ ଓଡ଼ିଶା ଖବର 

 

ଛତିଶଗଡ଼
8m ago
ଛତିଶଗଡ଼ ସୁକମାରେ ଏନକାଉଣ୍ଟର , ଜଣେ ମାଓବାଦୀ ମୃତ
ମାଲକାନଗିରି : ଛତିଶଗଡ଼ ସୁକମାରେ ଏନକାଉଣ୍ଟର । ବଡ଼ଧରଣର ମାଓ ଶିବିର ଉପରେ DRG ଯବାନଙ୍କ ଚଢ଼ଉ । ଟେଟରାଇ ତେଲନାଇ ଜଙ୍ଗଲରେ ଚାଲିଥିଲା ମାଓ ଶିବିର । ଶୁକମାରେ DRG ଯବାନ
ରାସ୍ତାରୋକ
25m ago
ପାଣି ପାଇଁ ଦୁଇଟି ଜାଗାରେ ରାସ୍ତାରୋକ
ବାଲେଶ୍ୱର: ପାଣି ପାଇଁ ରାସ୍ତାରୋକ । ନୀଳଗିରି ବ୍ଲକ ଭଉଁରୀଆବାଡ଼ ପଞ୍ଚାୟତର ତେନ୍ତୁଳାପଡା ଗାଁରେ ପାନୀୟ ଜଳ ସଙ୍କଟ । ସ୍ବଚ୍ଛ ପାଣି ନମିଳିବାରୁ ବାଧ୍ୟ ହୋଇ ଗାଁ ଲୋକ ଗରା, ବାଲ୍ଟ
ତାତି
ରାଜ୍ୟରେ ବଢୁଛି ତାତି , ୬ ରାଜ୍ୟ ପାଇଁ ହିଟ୍ ୱେଭ ଜାରି
ଅର୍ଗସ ବ୍ୟୁରୋ : ଆଜି ବି ଅସହ୍ୟ ତାତି ଅନୁଭୁତ ହେବ । ସକାଳ 8.30 ସୁଦ୍ଧା ଭୁବନେଶ୍ବରେ ପାରଦ 34.6 ରେକର୍ଡ କରାଯାଇଛି । ଗତ 3 ଦିନ ହେବେ ରାଜ୍ୟରେ ବଢିଛି ତାପମାତ୍ରା । ସକାଳ ସାଢ