ରାଜ୍ୟ ବିଜେପିକୁ ଦିଲ୍ଲୀ ଡାକରା, ଆଗାମୀ ନିର୍ବାଚନ ନେଇ ହେବ ରଣନୀତି ପ୍ରସ୍ତୁତ
by Argus News
Wed, Dec 06 | 2:43 p.m.

ଅର୍ଗସ ବ୍ୟୁରୋ : ରାଜ୍ୟ ବିଜେପିକୁ ଦିଲ୍ଲୀ ଡାକରା । ସଭାପତି ମନମୋହନ ସାମଲଙ୍କ ସହ ବିଧାୟକ ମାନେ ଦିଲ୍ଲୀ ଗସ୍ତରେ ଅଛନ୍ତି । ଆଗାମୀ ଦିନରେ ଦଳର ରଣନୀତି ନେଇ ହେବ ଆଲୋଚନା । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଚଳିତ ମାସ ଶେଷ ଆଡ଼କୁ ଗୃହ ମନ୍ତ୍ରୀ ଅମିତ୍ ଶାହା ଓଡ଼ିଶା ଆସିପାରନ୍ତି । ଆଗାମୀ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଆସିବା ନେଇ ଦଳୀୟ ମହଲରୁ ସୂଚନା ମିଳିଛି । ତିନି ରାଜ୍ୟରେ ନିର୍ବାଚନ ଜିତିବା ପରେ ଆଗାମୀ ଦିନ ପାଇଁ ଓଡ଼ିଶା ପାଇଁ  ଖସଡ଼ା ପ୍ରସ୍ତୁତ କରୁଛି ବିଜେପି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ