ଅରବିନ୍ଦ କେଜ୍ରିୱାଲଙ୍କୁ ହାଇକୋର୍ଟରୁ ଝଟକା
by Argus News
Fri, Jun 21 | 3:02 p.m.

ନୂଆଦିଲ୍ଲୀ:  ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ବେଲ୍ ପାଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ହାଇକୋର୍ଟରୁ ଲାଗିଛି ଝଟକା। ଏହି ମାମଲା ଉପରେ ରାଉଜ ଆଭେନ୍ୟୁ କୋର୍ଟ ଦେଇଥିବା ବେଲ୍ ଅର୍ଡର ଉପରେ ରୋକ୍ ଲଗାଇଛନ୍ତି ଉଚ୍ଚ ନ୍ୟାୟାଳୟ।ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କରିଥିବା ଆବେଦନ ଉପରେ ଶୁଣାଣି ନ ସରିବା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଜାମିନରେ ଯାଇ ପାରିବେ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶ ଥାଉକି, ଗତକାଲି ରାଉଜ ଆଭିନ୍ୟୁ କୋର୍ଟ କେଜ୍ରିୱାଲ ଙ୍କୁ ଦେଇଥିବା ଜାମିନ ନିର୍ଦ୍ଦେଶକୁ ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛି ଇଡି। ଆଜି ଏହି ମାମଲା ଉପରେ ଶୁଣାଣି କରାଯାଉଛି। ଶୁଣାଣି ଶେଷ ନ ହେବା ପର୍ଯ୍ୟନ୍ତ ବେଲରେ ବାହାରି ପାରିବେନି କେଜ୍ରିୱାଲ। 
ଅଧିକ ପଢନ୍ତୁ ଭାରତ ଖବର

ପ୍ଲାଣ୍ଟରେ ବିସ୍ଫୋରଣ
ନିଆଁ ପିଣ୍ଡୁଳା ସଫେଇ ସମୟରେ ଅଘଟଣ; 5 ଗୁରୁତର
ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ । Sms 1 ରେ ଘଟିଛି ବିସ୍ପୋରଣ । ସକାଳ ୯ ସମୟରେ sms 1 ରେ ସେଡ଼ରେ ନିଆଁ ପିଣ୍ଡୁଳା ସଫେଇ ସମୟରେ ଘଟିଛି ବିସ୍ଫୋରଣ । ବିସ୍ଫୋରଣର
ଭରତପୁର ଥାନା ଘଟଣା
ଭରତପୁର ଥାନା ଘଟଣା:ଗୁଜୁରାଟରେ  ୫ ପୋଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ
ଅର୍ଗସ ବ୍ୟୁରୋ:ଭରତପୁର ଥାନା ଘଟଣାକୁ ନେଇ ଏବେବି ଜାରି ରହିଛି ସସ୍ସପେନ୍ସ,ସତ ପାଇଁ ଚାଲିଛି ମହାନାଟକ,କେବେ ଧରାପଡିବ ସତ,ସାଧାରଣରେ ଉଠିଛି ପ୍ରଶ୍ନ। ଫଳାଫଳ ଉପରେ ରହିଛି ସମସ୍ତଙ୍କ ନଜର
ବିଦ୍ୟାଳୟରେ ତାଲା
ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା
ମାଲକାନଗିରି: ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର । ବିଦ୍ୟାଳୟରେ ପଡିଲା ତାଲା । ଛାତ୍ରଛାତ୍ରୀମାନେ ବାରଣ୍ଡାରେ ବସି ପଢିଲେ ପାଠ । ନାମକୁ ମାତ୍ର ପ୍ରଧାନଶିକ୍ଷକ । ଦିନେ ହେଲେ ମଧ୍