ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ସରୁଛି ପ୍ରଚାର
by Argus News
Wed, Apr 17 | 11:19 a.m.

ଭୁବନେଶ୍ୱର: ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ସରୁଛି ପ୍ରଚାର । ଆସନ୍ତା ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳର ୧୦୨ଟି ଆସନ ପାଇଁ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଛତିଶଗଡର ମାଓ ପ୍ରଭାବିତ ବସ୍ତର ଲୋକସଭା ଆସନ ପାଇଁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଉଛି । ଭୋଟରଙ୍କୁ ମନେଇବା ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ମାରାଥନ ପ୍ରଚାର କରୁଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ଜନସଭାରେ ଉଦବୋଧନ ଦେଇ ଅବ କି ବାର ୪୦୦ ପାର ନାରା ଦେଇଛନ୍ତି । ଆଜି ମୋଦି ଆସାମ ଓ ତ୍ରିପୁରାରେ ନିର୍ବାଚନ ପ୍ରଚାର କରିବେ । ଦିନ ୧୧ଟାରେ ଆସାମର ନଳବାରୀ ଓ ଦିନ ୨ଟାରେ ତ୍ରିପୁରାର ଅଗରତାଲାରେ ନିର୍ବାଚନୀ ସଭାରେ ଉଦବୋଧନ ଦେବେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

ପୋଲିସ
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼
ସମ୍ବିଧାନ ମୁଖବନ୍ଧରେ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ
ସମ୍ଭାବ୍ୟ ବାତ୍ୟାକୁ
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍