ଟ୍ବିନ ସିଟି କଟକ ଓ ଭୁବନେଶ୍ବରରେ ଥମିଲା ପ୍ରଚାର
by Argus News
Thu, May 23 | 5:47 p.m.

ଅର୍ଗସ ବ୍ୟୁରୋ : ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ପ୍ରଚାର ଶେଷ ହୋଇଛି । ଟ୍ବିନ ସିଟି କଟକ ଓ ଭୁବନେଶ୍ବରରେ ମଧ୍ୟ ଥମିଛି ପ୍ରଚାର । ଶନିବାର ଏହି ଦୁଇ ଲୋକସଭା ଆସନରେ ହେବ ଭୋଟିଂ । ଏଠାରେ ବିଜେପି ଅପରାଜିତା ଷଡ଼ଙ୍ଗୀଙ୍କୁ ରିପିଟ କରିଥିବାବେଳେ ବିଜେଡି ମନ୍ମଥ ରାଉତରାୟଙ୍କୁ ମଇଦାନକୁ ଓହ୍ଲାଇଛି । କଂଗ୍ରେସ ତରଫରୁ ୟାସିର ନଓ୍ବାଜ୍ ଲଢେଇ କରୁଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଅନ୍ୟପଟେ କଟକ ଆସନ ଉପରେ ବି ନଜର ରହିଛି । ଏଠାରେ ଭର୍ତ୍ତୃହରି ମହତାବଙ୍କୁ ବିଜେପି ଟିକେଟ ଦେଇଥିବା ବେଳେ ବିଜେଡିରୁ ପ୍ରାର୍ଥୀ ହୋଇଛନ୍ତି ସଂତୃପ୍ତ ମିଶ୍ର । ଅନ୍ୟପଟେ ତୃତୀୟ ପର୍ଯ୍ୟାୟରେ ଅନେକ ହାଇପ୍ରୋଫାଇଲ ବିଧାନସଭା ଆସନରେ ବି ଭୋଟିଂ ହେବ । ବାରବାଟୀ କଟକ, ଚୌଦ୍ବାର, କଟକ, କଟକ ସଦର, ଜୟଦେବ, ଭୁବନେଶ୍ବର ମଧ୍ୟ, ଭୁବନେଶ୍ବର ଉତ୍ତର, ଏକାମ୍ର ଭୁବନେଶ୍ବରରେ ଭୋଟ୍ ଗ୍ରହଣ ହେବ ।

ତିହାର ଜେଲରୁ ମୁକୁଳି
ତିହାର ଜେଲରୁ ମୁକୁଳି ପାରିବେନି ଅରବିନ୍ଦ କେଜ୍ରିୱାଲ
ଅର୍ଗସ ବ୍ୟୁରୋ: ତିହାର ଜେଲରୁ ମୁକୁଳି ପାରିବେନି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ତଳ କୋର୍ଟର ନିର୍ଦ୍ଦେଶ ଉପରେ ରହିତାଦେଶ ଲଗାଇଛନ୍ତି ଦିଲ୍ଲୀ ହାଇକୋର୍ଟ। ଅବକାରୀ ନୀତ
ଅନ୍ତର୍ଜାତୀୟ କ୍ରିକେଟର
ଅନ୍ତର୍ଜାତୀୟ କ୍ରିକେଟରେ ଡେଭିଡ ଓ୍ବାର୍ନରଙ୍କ କ୍ୟାରିୟର ଶେଷ
ଅର୍ଗସ ବ୍ୟୁରୋ: ଆଫଗାନିସ୍ତାନ କ୍ରିକେଟ ଦଳ ଟି-୨୦ ବିଶ୍ବକପ ୨୦୨୪ ସେମିଫାଇନାଲରେ ସ୍ଥାନ ପାଇଛି। ବାଂଲାଦେଶ ଉପରେ ବିଜୟ ସହ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଟି-୨୦ ବିଶ୍ବକପର ସେମିଫାଇନାଲର
ଲୋକସଭାରେ ରାହୁଲ
ଲୋକସଭାରେ ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା: ଇଣ୍ଡି ମେଣ୍ଟ ବୈଠକରେ ହେଲା ନିଷ୍ପତ୍ତି
ଅର୍ଗସ ବ୍ୟୁରୋ: ଲୋକସଭାରେ ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା । ଇଣ୍ଡି ମେଣ୍ଟ ବୈଠକରେ ହେଲା ନିଷ୍ପତ୍ତି । ଏଥର କଂଗ୍ରେସକୁ ବିରୋଧୀ ଦଳ ମାନ୍ୟତା ମିଳିଛି । କଂଗ୍ରେସ ଅଧ୍ୟକ୍