ବିଳମ୍ବିତ ରାତିରେ ଗଛରେ ପିଟି ହେଲା କାର: ଜଣେ ମୃତ
by Argus News
Mon, Dec 11 | 9:08 a.m.

ଅର୍ଗସ ବ୍ୟୁରୋ: ଗତ କାଲି ବିଳମ୍ବିତ ରାତିରେ ଏକ ବିବାହ ଭୋଜିରେ ଯୋଗଦେଇ ଫେରୁଥିବାବେଳେ ବାଙ୍କୀରୁ ଆଠଗଡ଼ ଗ୍ରାମକୁ ତିନିଜଣ କାରରେ ଘରକୁ ଫେରୁଥିବା ବେଳେ ରଣଶଙ୍ଖ ଠାରେ ବୁଲାଣୀ ରାସ୍ତାରେ ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର। କାର ଆଗରେ ବସିଥିବା ଯୁବକଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଛି। ତେବେ ଦୁର୍ଘଟଣା ଡ୍ରାଇଭର ଚମ୍ପଟ ମାରିଛି। 

ସ୍ଥାନୀୟ ଲୋକେ ସଙ୍ଗେ ସଙ୍ଗେ ଦୁର୍ଘଟଣାଗ୍ରସ୍ତ କାରରୁ ତାଙ୍କୁ ଉଦ୍ଧାର କରି ବାଙ୍କୀ ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଜଣେ ଗୁରୁତରଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ସେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ଉଚ୍ଚ ଜୁଆର
1m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
5m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ