ଜମ୍ମୁ କାଶ୍ମୀର ଘାଟିରେ ଓଲଟିଲା କାର୍, 8 ମୃତ
by Argus News
Sat, Jul 27 | 8:59 p.m.

ଅର୍ଗସ ବ୍ୟୁରୋ: ଜମ୍ମୁ କାଶ୍ମୀର ଘାଟିରେ ଓଲଟିଲା କାର୍ । ଦୁର୍ଘଟଣାରେ 5 ଶିଶୁଙ୍କ ସମେତ 8 ଜଣଙ୍କ ମୃତ୍ୟୁ ହୋଇଛି । ଅନନ୍ତନାଗ  ଡାକସୁମ ଘାଟିରେ କାର୍ ଓଲଟି ପଡ଼ିଥିଲା । ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ସେମାନେ କେଉଁ ଅଞ୍ଚଳର ତାହା ମଧ୍ୟ ଜଣାପଡ଼ି ନାହିଁ। ଘାଟି ରାସ୍ତାରେ ଭାରସାମ୍ୟ ହରାଇ କାରଟି ଘାଟି ତଳକୁ ଖସି ପଡ଼ିଥିଲା। ଡ୍ରାଇଭରଙ୍କ ସମେତ ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ଘଟିଛି । ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ମୃତକଙ୍କ ଫଟୋ ଜାରି କରାଯାଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।
 

ଆହୁରି ପଢନ୍ତୁ ଭାରତ ଖବର...

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା