କୌଣସି ଛାତ୍ରଛାତ୍ରୀଙ୍କ କ୍ୟାରିୟର ସହ ଖେଳାଯିବ ନାହିଁ -କେନ୍ଦ୍ର ଶିକ୍ଷାମନ୍ତ୍ରୀ
by Argus News
Fri, Jun 14 | 4:37 p.m.

ଅର୍ଗସ ବ୍ୟୁରୋ:  ନିଟ୍ ପରୀକ୍ଷାର୍ଥୀଙ୍କ ସ୍ବାର୍ଥକୁ ଧ୍ୟାନ ଦିଆଯିବ । କୌଣସି ଛାତ୍ରଛାତ୍ରୀଙ୍କ କ୍ୟାରିୟର ସହ ଖେଳାଯିବ ନାହିଁ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋସିଆଲ ମିଡିଆ Xରେ ସୂଚନା ଦେଇଛନ୍ତି ଯେ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ସରକାର ପ୍ରତିବଦ୍ଧ । 

ଛାତ୍ରଛାତ୍ରୀମାନେ ଏନେଇ ନିଶ୍ଚିନ୍ତ ରହନ୍ତୁ । ଏ ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ମାମଲା ବିଚାରାଧୀନ ରହିଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କେନ୍ଦ୍ର ସରକାର ପରୀକ୍ଷାର୍ଥୀଙ୍କ ହିତ ପାଇଁ ପଦେକ୍ଷପ ନେବେ । ଖୁବଶୀଘ୍ର ନିଟ୍ ପାଇଁ କାଉନସେଲିଂ ପ୍ରକ୍ରିୟା ଆରମ୍ଭ ହେବ । ତେଣୁ ପରୀକ୍ଷାର୍ଥୀମାନେ କୌଣସି ଦ୍ୱନ୍ଦ୍ୱ ନ ରଖି ଆଗକୁ ବଢିବାକୁ ପରାମର୍ଶ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

 

ଆହୁରି ପଢନ୍ତୁ ଭାରତ ଖବର...

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା