ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ଚମ୍ପଇ ସୋରେନ
by Argus News
Wed, Jan 31 | 8:56 p.m.

ଅର୍ଗସ ବ୍ୟୁରୋ:  ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ଚମ୍ପଇ ସୋରେନ। ବିଧାୟକ ଦଳ ବୈଠକ ପରେ ଚମ୍ପଇଙ୍କ ନାଁରେ ମୋହର। ଝାଡ଼ଖଣ୍ଡର ଷଢେଇକଳାରୁ ପ୍ରତିନିଧିତ୍ବ କରୁଛନ୍ତି ଚମ୍ପଇ। ସେପଟେ ରାଜଭବନ ଯାଇ ଇସ୍ତଫା ଦେଲେ ହେମନ୍ତ ସୋରେନ୍‌।ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ । ରାଜ୍ୟପାଳ ତାଙ୍କ ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି ।

ଅଧିକ ପଢ଼ନ୍ତୁ ଦେଶ ଖବର:

ELECTION UPDATE
6m ago
ଝାରସୁଗୁଡ଼ାରେ ସର୍ବାଧିକ, ବଲାଙ୍ଗିରରେ ସର୍ବନିମ୍ନ ମତଦାନ
ଅର୍ଗସ ବ୍ୟୁରୋ: ରାଜ୍ୟରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧.୦୭ ପ୍ରତିଶତ ମତଦାନ ହୋଇଛି । ସେହିପରି ଝାରସୁଗୁଡ଼ାରେ ସର୍ବାଧିକ ୨୫.୩୨% ଭୋଟିଂ ହୋଇଛି
ଚିଲିକା ଆସିବେ
26m ago
ଚିଲିକା ଆସିବେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ
ଅର୍ଗସ ବ୍ୟୁରୋ: ପୁରୀ ସଂସଦୀୟ କ୍ଷେତ୍ର ଚିଲିକା ବିଧାନସଭା କ୍ଷେତ୍ରକୁ ଆସନ୍ତା ୨୩ ତାରିଖରେ ଆସିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ବିଜେପି ପାଇଁ କରିବେ ପ୍ରଚାର
ELECTION UPDATE
34m ago
ଶଙ୍ଖ ଚିହ୍ନରେ ଭୋଟଦିଅ, ନହେଲେ ରାସନକାର୍ଡ ଓ ବିଜୁସ୍ବାସ୍ଥ କାର୍ଡ କାଟିଦେବୁ
ରାୟଗଡା: ଶଙ୍ଖ ଚିହ୍ନରେ ଭୋଟଦିଅ ନହେଲେ ତୁମର ରାସନକାର୍ଡ ଓ ବିଜୁସ୍ବାସ୍ଥ କାର୍ଡ କାଟିଦେବୁ ବୋଲି ଖୁଲମ ଖୁଲା ଧମକ ଦେଉଛନ୍ତି ଜଣେ ମହିଳା ବ୍ୟାଙ୍କ କର୍ମଚାରୀ । ଦେବଗଡ ଜିଲ୍ଲା ରିଆମା