ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡିଶାରେ ପ୍ରବଳ ବର୍ଷାର ସମ୍ଭାବନା
by Argus News
Fri, May 24 | 6:08 p.m.

ଅର୍ଗସ ବ୍ୟୁରୋ :  ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏନେଇ ସୂଚନା ଦେଇଛନ୍ତି । ୨୫ରେ ଉପକୂଳ ଓଡିଶାରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ମୟୁରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା

ତେବେ ସମ୍ଭାବ୍ୟ  ବର୍ଷା, ପବନ ନେଇ ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କଲେ ଏସଆରସି (SRC) । ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଆଲର୍ଟ କଲେ । 
 

ସର୍ବଭାରତୀୟ ନିଟ
10m ago
ସର୍ବଭାରତୀୟ ନିଟ ପରୀକ୍ଷାରେ ସଫଳ ହେବା ସହ ଡାକ୍ତର ହେବେ ଦିପୁ
ଅର୍ଗସ ବ୍ୟୁରୋ: ଜୀବନର ସଂଘର୍ଷ ତାଙ୍କୁ ଶିଖାଇଦେଇଛି ବଞ୍ଚିବା। ଯେଉଁ ବୟସରେ ବାପାଙ୍କ ହାତ ଧରି ଏ ଦୁନିଆକୁ ଦେଖିବା କଥା। ସେ ବୟସରେ ବିଧାତା ବି ତାଙ୍କୁ କଷଣ ଦେଇଛି। କିନ୍ତୁ ବାପାଙ୍
ମାଓ ପ୍ରବଣ ଅଞ୍ଚଳରେ
ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ
ଅର୍ଗସ ବ୍ୟୁରୋ: ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ। ଗଞ୍ଜେଇ ଚାଷ ଉପରେ ଅଙ୍କୁଶ ଲଗାଇ ମାଓବାଦୀଙ୍କ ଆୟ ଉପରେ ଲାଗିବ କଟକଣା। ଗଞ୍ଜେଇ ଚାଷ ବନ୍ଦ ହେଲ
ଉଚ୍ଚ ଜୁଆର
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି