ଆସନ୍ତା ୧୨ ଘଣ୍ଟା ଭିତରେ କିଛି ଅଞ୍ଚଳରେ ବର୍ଷା ସମ୍ଭାବନା
by Argus News
Fri, Feb 16 | 8:08 a.m.

ଅର୍ଗସ ବ୍ୟୁରୋ : ଆସନ୍ତା ୧୨ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଂଚଳରେ ବର୍ଷା ସମ୍ଭାବନା। ଆଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ବର, ଭଦ୍ରକ ଜିଲ୍ଲାରେ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଦେଓଗଡ଼ରେ ବର୍ଷାର ସମ୍ଭାବନା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। କେନ୍ଦ୍ରୀୟ ଛତିଶଗଡ଼  ଓ ତାର  ପାଶ୍ୱବର୍ତ୍ତୀ ଅଂଚଳରେ ଏକ  ଘୁର୍ଣ୍ଣିବଳୟ ବ୍ୟାପି ରହିଥିବାରୁ ବର୍ଷା ସମ୍ଭାବନା ସହ ଆକାଶ ମେଘୁଆ ହେବାର  ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ।

ଅଧିକ ପଢନ୍ତୁ : ଆସନ୍ତାକାଲିଠୁ ୩ ଦିନ ଯାଏ ରାଜ୍ୟରେ ବର୍ଷା

ସେପଟେ ସକ୍ରିୟ  ଥିବା  ଗୁରୁଚାପ  ବଳୟ  ପ୍ରଭାବରେ ରାଜ୍ୟକୁ  ଜଳୀୟବାଷ୍ପପୂର୍ଣ୍ଣ  ବାୟୁ ଚଳାଚଳ  ପ୍ରବେଶ  କରିଥିବାରୁ ଆସନ୍ତା ୧୨ ଘଂଟାରେ ରାଜ୍ୟର କିଛି ସ୍ଥାନରେ ଘନ କୁହୁଡି ହେବାର  ସମ୍ଭାବନା ରହିଛି।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ