ଆସନ୍ତା ୪୮ ଘଣ୍ଟା ପାଇଁ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
by Argus News
Tue, Jul 09 | 3:44 p.m.

ଅର୍ଗସ ବ୍ୟୁରୋ: ଗତ 24 ଘଣ୍ଟାରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଥିବା ବେଳେ ସର୍ବାଧିକ ରାୟଗଡ଼ା ରେ 52 ମିମି ରେକର୍ଡ କରାଯାଇଛି। ଆସନ୍ତା 48 ଘଣ୍ଟା ପାଇଁ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଅଛି। ବିଶେଷ ଭାବେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା ରହିଛି ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ବର୍ଷାର ପରିମାଣ ଅଧିକ ରହିବାର ସମ୍ଭାବନା ରହିଛି। 

13 ତାରିଖରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ରେ ପ୍ରବଳ ବର୍ଷା ହେବ। 13 ତାରିଖ ପରେ ବର୍ଷା ପରିମାଣ କମିବ। ବର୍ତ୍ତମାନ ସୁଦ୍ଧା 216.5 ମିମି ବର୍ଷ ରାଜ୍ୟ ରେ ରେକର୍ଡ କରାଯାଇଥିବା ବେଳେ 255 ମିମି ସ୍ଵାଭାବିକ ବର୍ଷା ହେବା କଥା l ବର୍ତ୍ତମାନ ରାଜ୍ୟରେ 27 ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ପୁରୀରେ ବର୍ତ୍ତମାନ ପାଗ ମେଘୁଆ ରହିଛି ଓ ବର୍ଷା ସମ୍ଭାବନା ରହିଛି। ସନ୍ଧ୍ୟା ପରେ ବର୍ଷାର ପରିମାଣ କମିବ। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା