ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା
by Argus News
Mon, Oct 28 | 9:17 a.m.

ନୂଆଦିଲ୍ଲୀ:  ଦିଓ୍ବାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା। ହଁ ଦର୍ଶକବଦ୍ଧୁ ନାଗପୁରର ବିଷ୍ଣୁ ମନୋହର ନାମକ ଜଣେ ସେଫ୍ ୨୪ ଘଣ୍ଟା ଧରି ନନଷ୍ଟପ୍ ଦୋଷା ତିଆରି କରି ସୃଷ୍ଟି କରିଛନ୍ତି ରେକର୍ଡ । ସେ ପ୍ରତି ଘଣ୍ଟାକୁ ପାଖାପାଖି ୭୫୦ ରୁ ୮୦୦ ଦୋଷା ପ୍ରସ୍ତୁତ କରୁଛନ୍ତି ଏବଂ ୨୪ ଘଣ୍ଟାରେ ୧୦ ହଜାର ଦୋଷା ପ୍ରସ୍ତୁତ କରିବାକୁ ଲକ୍ଷ୍ୟ ରହିଛନ୍ତି।

ମନୋହରଙ୍କ ବାପା କହୁଥିଲେ ଯେ ଖାଦ୍ୟ ଦାନ ଠାରୁ ମହତ୍ବ ଦାନ କିଛି ନାହିଁ। ସେ ତାଙ୍କ ବାପାଙ୍କ କଥା ମାନି ଏଭଳି ଖାଦ୍ୟ ପ୍ରସ୍ତୁତି କରୁଥିବା ପ୍ରକାଶ କରିଛନ୍ତି। ଚଳିତ ବର୍ଷକୁ ମିଶାଇ ଏହା ମନୋହରଙ୍କ ୨୬ ତମ ରେକର୍ଡ। 

ଅଧିକ ପଢନ୍ତୁ ଭାରତ ଖବର 

ଘନ କୁହୁଡ଼ି
ଘନ କୁହୁଡ଼ି ଘେରରେ ନୀଳଗିରି
ଅର୍ଗସ ବ୍ୟୁରୋ: ଘନ କୁହୁଡି ଘେରରେ ନୀଳଗିରି। ଘର ଦ୍ୱାର ରାସ୍ତା ଘାଟ ସବୁଠି ଘନ କୁହୁଡି ଆସ୍ତରଣରେ ଆଚ୍ଛାଦିତ ହୋଇ ରହିଛି। କୁହୁଡି ଫଳରେ ରାସ୍ତାରେ ଯାତାୟାତରେ ଜନସାଧାରଣ ସହ ସ୍କୁଲ କଲେ
ଜାଆଁଳା ପିଲା ..
ଏହି ଗାଁ ରେ ଖାଲି ଜାଆଁଳା ପିଲା ..
ନୂଆଦିଲ୍ଲୀ: ଆଜି ଆମେ ଆପଣଙ୍କୁ ଭାରତର ଏକ ଅଭୂତ ଗାଁ ବିଷୟରେ କହିବୁ , ଯାହା ଜାଣିବା ପରେ ଆପଣ ବି ଆଶ୍ଚର୍ଯ୍ୟ ଓ ଚକିତ ହେବେ । କାରଣ ଇଏ ଏମିତି ଏକ ଗାଁ, ଯେଉଁଠି ପିଲା ଜନ୍ମ ହେବ
ଦୋଷା
ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା
ନୂଆଦିଲ୍ଲୀ: ଦିଓ୍ବାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା। ହଁ ଦର୍ଶକବଦ୍ଧୁ ନାଗପୁରର ବିଷ୍ଣୁ ମନୋହର ନାମକ ଜଣେ ସେଫ୍ ୨୪ ଘଣ୍ଟା ଧରି ନନଷ୍ଟପ୍ ଦୋଷା ତିଆରି କରି ସୃଷ୍ଟି କରିଛନ୍ତ