5 ଶହ କୋଟି କର୍ପସ ଫଣ୍ଡ୍ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି  ଧନ୍ୟବାଦ ଦେଲା ଛତିଶାନିଯୋଗ
by Argus News
Thu, Jun 20 | 8:24 p.m.

ପୁରୀ: ପୁରୀ ମନ୍ଦିର ପାଇଁ ମୋହନ ସରକାର  କରିଥିବା 5 ଶହ କୋଟି ଟଙ୍କାର କରପସ ଫଣ୍ଡ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଦେଲା ଛତିଶାନିଯୋଗ । ସ୍ନାନ ପୂର୍ଣ୍ଣିମା ଠାରୁ ଆରମ୍ଭ କରି ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ କାମ ସୁରୁଖୁରୁରେ  ସମାପନ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି । 

1971 ମସିହା ଭଳି ଅତି ସୁନ୍ଦର ଭାବେ ରଥଯାତ୍ରା ସମାପନ ହେବ ବୋଲି ଛତିଶାନିଯୋଗ କହିଛି । କିନ୍ତୁ ରତ୍ନଭଣ୍ଡାର ଖୋଲିବା ନେଇ କୌଣସି ଆଲୋଚନା ହୋଇ ନାହିଁ ବୋଲି ଛତିଶାନିଯୋଗ କହିଛି । ଏହି ବୈଠକରେ ଆଇନମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଏବଂ ମୁଖ୍ୟ ସାଶନ ସଚିବ ଉପସ୍ଥିତ ଥିଲେ ।

ଆହୁରି ପଢନ୍ତୁ ଓଡିଶା ଖବର...
 

ପ୍ଲାଣ୍ଟରେ ବିସ୍ଫୋରଣ
21m ago
ନିଆଁ ପିଣ୍ଡୁଳା ସଫେଇ ସମୟରେ ଅଘଟଣ; 5 ଗୁରୁତର
ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ । Sms 1 ରେ ଘଟିଛି ବିସ୍ପୋରଣ । ସକାଳ ୯ ସମୟରେ sms 1 ରେ ସେଡ଼ରେ ନିଆଁ ପିଣ୍ଡୁଳା ସଫେଇ ସମୟରେ ଘଟିଛି ବିସ୍ଫୋରଣ । ବିସ୍ଫୋରଣର
ଭରତପୁର ଥାନା ଘଟଣା
37m ago
ଭରତପୁର ଥାନା ଘଟଣା:ଗୁଜୁରାଟରେ  ୫ ପୋଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ
ଅର୍ଗସ ବ୍ୟୁରୋ:ଭରତପୁର ଥାନା ଘଟଣାକୁ ନେଇ ଏବେବି ଜାରି ରହିଛି ସସ୍ସପେନ୍ସ,ସତ ପାଇଁ ଚାଲିଛି ମହାନାଟକ,କେବେ ଧରାପଡିବ ସତ,ସାଧାରଣରେ ଉଠିଛି ପ୍ରଶ୍ନ। ଫଳାଫଳ ଉପରେ ରହିଛି ସମସ୍ତଙ୍କ ନଜର
ବିଦ୍ୟାଳୟରେ ତାଲା
ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା
ମାଲକାନଗିରି: ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର । ବିଦ୍ୟାଳୟରେ ପଡିଲା ତାଲା । ଛାତ୍ରଛାତ୍ରୀମାନେ ବାରଣ୍ଡାରେ ବସି ପଢିଲେ ପାଠ । ନାମକୁ ମାତ୍ର ପ୍ରଧାନଶିକ୍ଷକ । ଦିନେ ହେଲେ ମଧ୍